ନୂଆଦିଲ୍ଲୀ: ଜମ୍ମୁ କାଶ୍ମୀରର ହନ୍ଦୱାରାରେ ସହିଦ ହୋଇଥିବା ପଂଚ ଜଣ ସୁରକ୍ଷାକର୍ମୀଙ୍କ ପ୍ରତି ଶୋକବ୍ୟକ୍ତ କରିଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ । ସେ ଟ୍ୱିଟ କରି ସହିଦ ହୋଇଥିବା ସୈନିକ ଓ ସୁରକ୍ଷାକର୍ମୀଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଦେଇଛନ୍ତି ।
ଏଥିସହ ବୀର ସହିଦମାନଙ୍କ ପରିବାରଙ୍କ ପାଖେ ପାଖେ ଭାରତ ରହିଛି । ଦେଶ ସେମାନଙ୍କର ସାହସିକତା ଓ ଆତ୍ମବଳିକୁ ଭୁଲିବ ନାହିଁ ବୋଲି ସେ କହିଛନ୍ତି ।
ସେ ଆହୁରି କହିଛନ୍ତି ଯେ ହନ୍ଦୱାରାରେ ଆମେ ହରାଇଥିବା ସୈନିକ ଓ ସୁରକ୍ଷା କର୍ମଚାରୀଙ୍କ କଥା ଅତ୍ୟନ୍ତ ବେଦନା ଦାୟକ। ଆତଙ୍କବାଦୀଙ୍କ ସହ ଲଢ଼େଇରେ ସେମାନେ ଦୃଷ୍ଟାନ୍ତମୂଳକ ସାହସ ଦେଖାଇଛନ୍ତି ଓ ଦେଶର ସେବା କରି ଆତ୍ମବଳି ଦେଇଛନ୍ତି। ଆମେ ସେମାନଙ୍କ ସାହସିକତା ଓ ଆତ୍ମବଳିକୁ ଭୁଲିବୁ ନାହିଁ।
BREAKING NEWS
- ପାର୍ବଣ ଋତୁ ପୂର୍ବରୁ ସୁରକ୍ଷା ପ୍ରସ୍ତୁତି ପାଇଁ ଡିଜିପିଙ୍କ ନିର୍ଦ୍ଦେଶ;ଗୁଇନ୍ଦା ସୂଚନା ସଂଗ୍ରହ ବ୍ୟବସ୍ଥାକୁ ଆହୁରି ସୁଦୃଢ଼ ଉପରେ ଗୁରୁତ୍ୱାରୋପ
- ଆଖୁ ଉତ୍ପାଦନ ବଢ଼ାଇବାକୁ ଆଧୁନିକ ଆଖୁ ଚାଷ ଉପରେ ଗୁରୁତ୍ୱ ବୃଦ୍ଧି କରିଛି ରାଜ୍ୟ
- “ମାଳିପୁଟ ମେଲୋଡିଜ୍” ଏହି ଦିନ ହେବ ରିଲିଜ;କୋରାପୁଟରେ ଜୀବନ ଓ ସଂଘର୍ଷର କାହାଣୀ କହିବ …
- ସ୍କୁଲ ଗେଟ୍ ନିକଟରେ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ
- ଓଡ଼ିଶାରେ ଗୁଜୁରାଟର ସ୍ୱତନ୍ତ୍ର ଡିଆରଆଇ ଟିମ; କଲରାପତରିଆ ବାଘ ଛାଲ ଜବତ,ଜଣେ ଗିରଫ
- ୨୪ ଘଣ୍ଟା ଭିତରେ ଓଡ଼ିଶାରେ ଦୁଇଟି ବ୍ୟାଙ୍କ ଲୁଟ୍: ବନ୍ଧୁକ ମୁନରେ ସୁନ୍ଦରଗଡ଼ ଓ ବାଲେଶ୍ୱରରୁ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
- କଣ୍ଟେନରରୁ ମିଳିଲା ୧ କୋଟି ଟଙ୍କାର ଗଞ୍ଜେଇ;୨ ଗିରଫ
- ରାଜପାଲ୍ ଯାଦବଙ୍କୁ ସୁପ୍ରିମକୋର୍ଟଙ୍କ ବଡ଼ ଆଶ୍ୱସ୍ତି: ଜେଲ୍ ଯିବାରୁ ବର୍ତ୍ତିଲେ, କିନ୍ତୁ ରଖିଲେ ଏହି କଡ଼ା ସର୍ତ୍ତ
- ମେଦବହୁଳତା କମାଇବା ସହ ଦିନସାରା ଶରୀରକୁ ଫୁର୍ତ୍ତି ରଖିବ ‘ବୁଲେଟପ୍ରୁଫ୍ କଫି’, ଏହି ସହଜ ଉପାୟରେ ଘରେ ବନାନ୍ତୁ
- ସମୁଦ୍ରରେ ବୁଡ଼ିଲା ମାଲବାହୀ ଜାହାଜ, କୋର୍ଟରେ ପହଞ୍ଚିଲା ମାମଲା: ନ୍ୟାୟ ମାଗିଲା କ୍ଷତିଗ୍ରସ୍ତ ସଂସ୍ଥା

Comments are closed.