ଲକ୍ଷ୍ନୌ: ଉତ୍ତରପ୍ରଦେଶ ଲକ୍ଷ୍ନୌରୁ ନାମାଙ୍କନ ଦାଖଲ କଲେ ରାଜନାଥ ସିଂ। ଚଳିତ ବର୍ଷ ଲୋକସଭା ନିର୍ବାଚନ ପାଇଁ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି ରାଜନାଥ ସିଂ । ନାମାଙ୍କନ ଦାଖଲ କରିବା ପୂର୍ବରୁ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ତଥା ବିଜେପି ପ୍ରାର୍ଥୀ ରାଜନାଥ ସିଂ, ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ , ଉତ୍ତରଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ଧାମି, ଉପମୁଖ୍ୟମନ୍ତ୍ରୀ ବ୍ରଜେଶ ପଠକ, ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟ ଏବଂ ଅନ୍ୟ ବିଜେପି ନେତାଙ୍କ ସହ ଏକ ରୋଡ ସୋ କରିଥିଲେ । ଏହି ରୋଡ୍ ସୋ ବିଜେପି ରାଜ୍ୟ ମୁଖ୍ୟାଳୟରୁ ଆରମ୍ଭ କରିଥିଲେ । ପ୍ରାର୍ଥିପତ୍ର ଦାଖଲ ପୂର୍ବରୁ ରାଜନାଥ ଲକ୍ଷ୍ନୌର ହନୁମାନ ସେତୁ ମନ୍ଦିରରେ ମଧ୍ୟ ପୂଜା କରିଥିଲେ।
BREAKING NEWS
- ନୂଆବର୍ଷ ପାଇଁ ପୁରୀରେ ଭକ୍ତଙ୍କ ପ୍ରବଳ ଭିଡ଼, ୬୦ ପ୍ଲାଟୁନ୍ ପୋଲିସ ମୁତୟନ
- ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଜୁନିଅର ଇଞ୍ଜିନିୟର ନିହାର ସରକାର ଗିରଫ
- ପ୍ରଦୂଷଣ ପ୍ରମାଣ ପତ୍ର ଥିବା ଗାଡ଼ିରେ ଲାଗିବ ଗ୍ରୀନ୍ ଷ୍ଟିକର: ମନ୍ତ୍ରୀ
- Road Accident: ହାଇୱା ମୁହାଁମୁହିଁ ଧକ୍କା ପରେ ଲାଗିଗଲା ନିଆଁ, ଦୁଇ ଡ୍ରାଇଭର ମୃତ
- ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରି ଆଶିଷ ନେଲେ ମୁଖ୍ୟ ନିର୍ବାଚନ କମିଶନର
- Bangladeshi Hindus ଆମକୁ ରକ୍ଷା କର, ଆମେ ଫସି ରହିଛୁ :ଭାରତକୁ ନିବେଦନ କଲେ ବାଂଲାଦେଶୀ ହିନ୍ଦୁ
- ୧୮ ବର୍ଷ ପରେ ଅଷ୍ଟ୍ରେଲିଆରେ ଜିତିଲା ଇଂଲଣ୍ଡ
- ବନ୍ଧା ହେଲେ ଫରେଷ୍ଟର, ଘରୁ ମିଳିଲା ପୁଳାପୁଳା ଗହଣା ସହ ନଗଦ…
- ହାତୀ ପାଇଁ ଶିଖରଚଣ୍ଡୀ ପୀଠ ବନ୍ଦ
- Anti-Drone System: ଭାରତକୁ ଡ଼ରି ସୀମାରେ ପାକିସ୍ତାନ ଲଗାଇଲା ଆଣ୍ଟି –ଡ୍ରୋନ୍ ସିଷ୍ଟମ
Comments are closed.