Latest Odisha News

BREAKING NEWS

ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ କରୋନା ପଜିଟିଭ

ନୂଆଦିଲ୍ଲୀ: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏ ନେଇ ସେ ନିଜେ ସୂଚନା ଦେଇଛନ୍ତି।

ସେ କହିଛନ୍ତି ଯେ “ମୁଁ କରୋନା ସଂକ୍ରମିତ ହୋଇଛି। ମୋର କରୋନା ଜନିତ ସାମାନ୍ୟ ଲକ୍ଷଣ ରହିଛି। ସେ ହୋମ୍‌ କ୍ବାରେଣ୍ଟାଇନ୍‌ରେ ଥିବା ମଧ୍ୟ କହିଛନ୍ତି। ଏହାସହିତ ତାଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତଙ୍କୁ ସେ କରୋନା ଟେଷ୍ଟ କରିବାକୁ ଅନୁରୋଧ କରିଛନ୍ତି।”

Comments are closed.