ଭୁବନେଶ୍ୱର: ନିର୍ଦ୍ୱନ୍ଦ୍ୱରେ ନର୍ବାଚିତ ହେଲେ ବିଜେଡିର ୪ ରାଜ୍ୟସଭା ପ୍ରାର୍ଥୀ । ମୁନା ଖାଁ, ସୁଜିତ କୁମାର, ମମତା ମହନ୍ତ ଓ ସୁବାସ ସିଂ ରାଜ୍ୟସଭାକୁ ନିର୍ବାଚିତ ହୋଇଛନ୍ତି । ଏନେଇ ରିଟର୍ଣ୍ଣିଂ ଅଫିସର ୪ଜଣଙ୍କ ନାଁ ଘୋଷଣା କରିଛନ୍ତି । ଏଥିସହ ସେମାନଙ୍କୁ ସାର୍ଟିଫିକେଟ ମଧ୍ୟ ପ୍ରଦାନ କରିଛନ୍ତି ।
ଖାଲିପଡିଥିବା ୪ ରାଜ୍ୟସଭା ଆସନ ପାଇଁ ବିଜେଡିର ୪ଜଣ ପ୍ରାର୍ଥୀପତ୍ର ଦାଖଲ କରିଥିଲେ । ତେବେ ବିରୋଧୀ କଂଗ୍ରେସ କିମ୍ବା ବିଜେପି କୌଣସି ପ୍ରାର୍ଥୀ ଦେଇନଥିଲେ । ବିଜେପି ପାଖରେ ଆବଶ୍ୟକୀୟ ସଂଖ୍ୟା ନଥିବାରୁ ପ୍ରାର୍ଥୀ ନ ଦେବା ପାଇଁ ଦଳ ପକ୍ଷରୁ ନିଷ୍ପତ୍ତି ହୋଇଥିବା ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ କହିଥିଲେ ।
BREAKING NEWS
- SIR କୁ ନେଇ CEC ଓ ମୋଦିଙ୍କୁ ପୁଣି ଟାର୍ଗେଟ୍ କଲେ ଜୟରାମ ରମେଶ: କହିଲେ,’ଫର୍ମ-୬ ବେଆଇନ..’
- ଏହି ଦିନ ସୂର୍ଯ୍ୟଙ୍କ ସ୍ୱାତୀ ନକ୍ଷତ୍ରକୁ ଗୋଚର:ଏହି ୪ ରାଶି ଉପରେ ହେବ ଧନ ବର୍ଷା
- ଇସ୍ରାଏଲ୍ର ସ୍ୱାଧୀନତା ଦିବସରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ନିମନ୍ତ୍ରଣ
- ଦିଲ୍ଲୀରେ ଦିଲଜିତଙ୍କ କନସର୍ଟ କ୍ୟାନସଲ୍, ସୁରକ୍ଷା ଦୃଷ୍ଟିରୁ ପୋଲିସ ଦେଲାନି ଅନୁମତି
- ନାବାଳିକାଙ୍କ ପେଟରୁ ବାହାରିଲା ୨୦ କିଲୋ ଓଜନର ଟ୍ୟୁମର
- କଟକ ଷ୍ଟେସନରେ ପୂର୍ବତଟ ରେଳପଥର ‘ରେଳ ଜନ ସମ୍ବାଦ’: ଯାତ୍ରୀଙ୍କ ସମସ୍ୟା ଓ ସୁବିଧା ନେଇ ସିଧାସଳଖ ଆଲୋଚନା
- ସ୍କ୍ରବ୍ ଟାଇଫସ୍ରେ ୧୧ ବର୍ଷୀୟ ବାଳକଙ୍କ ମୃତ୍ୟୁ
- ନିୟମ ବାହାରେ ଔଷଧ ସେବନ, ୨ଟି ମ୍ୟାଚ୍ରୁ ବାହାରିଲେ ସିମର ସ୍କଟ୍
- Missing Girl:ନିଖୋଜ ନାବାଳିକାଙ୍କ ମୃତଦେହ ଉଦ୍ଧାର;ଦୁଷ୍କର୍ମ ପରେ ହତ୍ୟା ସନ୍ଦେହ
- ନିଖୋଜ ପ୍ରେମୀ ଯୁଗଳଙ୍କ ଗଳିତ ଝୁଲନ୍ତା ମୃତଦେହ ଉଦ୍ଧାର

Comments are closed.