ଲକ୍ଷ୍ନୈା: ,ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୈାପଦୀ ମୁର୍ମୁଙ୍କୁ ନେଇ ବିବାଦୀୟ ଟୁଇଟ କରିଥିବା ଚଳଚ୍ଚିତ୍ର ନିର୍ଦେଶକ ରାମ ଗୋପାଳ ବର୍ମାଙ୍କୁ ୟୁପି ପୋଲିସ ଗିରଫ କରିପାରେ । ତାଙ୍କ ନାମରେ ମାମଲା ଦାଖଲ ହୋଇଛି । ପାଣ୍ଡବ, ଏବଂ କୈାରବଙ୍କ ସହ ମୁର୍ମୁଙ୍କୁ ଜୋଡି ବିବାଦୀୟ ଟୁଇଟ୍ କରିଥିବାରୁ ଏ ସଂପର୍କରେ ହଜରତଗଞ୍ଜ କୋଟୱାଲି ପୋଲିସ ଷ୍ଟେସନରେ ଚଳଚ୍ଚିତ୍ର ନିର୍ଦ୍ଦେଶକ ତଥା ନିର୍ମାତା ରାମ ଗୋପାଳ ବର୍ମାଙ୍କ ବିରୋଧରେ ଏକ ଏଫଆଇଆର ପଞ୍ଜୀକୃତ ହୋଇଛି। ପୋଲିସ କହିଛି ଖୁବ ଶୀଘ୍ର ବର୍ମାଙ୍କୁ ପଚରାଉଚୁରା କରାଯିବ । ଯଦି ସନ୍ତୋଷଜନକ ଉତ୍ତର ନମିଳେ ତେବେ ଜେଲ ଯାଇପାରନ୍ତି ରାମ ଗୋପାଳ ବର୍ମା
BREAKING NEWS
- ମଣିପୁରରେ ପୁଣି ହିଂସା: ଆଖିବୁଜା ଗୁଳିମାଡ଼ରେ ଦୁଇ ମହିଳାଙ୍କ ମୃତ୍ୟୁ, ଜଳିଗଲା ଏକାଧିକ ଫାର୍ମହାଉସ୍
- ସାଉଦି ଆରବକୁ ପାକିସ୍ତାନର ଧୋକା ! : ପାକିସ୍ତାନର ମନା ପରେ ଇସ୍ରାଏଲର ସହାୟତା ଲୋଡ଼ିଲା ସାଉଦି ଆରବ
- ରେଳ ଯାତ୍ରୀଙ୍କ ପାଇଁ ଜରୁରୀ ସୂଚନା: ୩ ଦିନ ପାଇଁ ରାସ୍ତା ମଝିରୁ ଫେରିବ ଏକାଧିକ ମେମୁ ଟ୍ରେନ୍
- ଭାରତକୁ ଫେରିବ ଫର୍ମୂଲା ୱାନ: ସରକାର ଗଠନ କଲେ ଟାସ୍କ ଫୋର୍ସ
- ଚଳିତ ମୌସୁମୀରେ ନୂଆ ରେକର୍ଡ: ବଙ୍ଗୋପସାଗରରେ ସୃଷ୍ଟି ହେଲାଣି ୧୧ଟି ଲଘୁଚାପ
- ମହଙ୍ଗା ଜାଲରେ ଛନ୍ଦି ହେଲାଣି ମଧ୍ୟବିତ୍ତ ପରିବାର: ଦରଦାମ ନିୟନ୍ତ୍ରଣ କରିବାରେ ପ୍ରଶାସନ ଫେଲ୍!
- ଏମକେସିଜି ମେଡିକାଲର ସ୍ତ୍ରୀ ଓ ପ୍ରସୂତି ବିଭାଗରେ ଅଗ୍ନିକାଣ୍ଡ
- ଟି୨୦ ଆନ୍ତର୍ଜାତୀୟରେ ଜସପ୍ରୀତ ବୁମରାଙ୍କ ବିଶ୍ୱ ରେକର୍ଡ
- ଜନ୍ତର ମନ୍ତର ହିଂସା ମାମଲାରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ସ୍ୱତନ୍ତ୍ର ଭରଦ୍ୱାଜଙ୍କୁ ଜାମିନ ପ୍ରଦାନ କଲେ ପଟିଆଲା ହାଉସ କୋର୍ଟ
- ୟୁପିଆଇ କାରବାର ନେଇ ନୂଆ ନିୟମ:ଜାଣନ୍ତୁ ନୂଆ ସ୍ଲାବ୍

Comments are closed.