Latest Odisha News

BREAKING NEWS

କେନ୍ଦ୍ର ମନ୍ତ୍ରୀ ରାମଦାସ ଅଠୱାଲେ କୋଭିଡ ପଜିଟିଭ ଚିହ୍ନଟ

ମୁମ୍ବାଇ: କେନ୍ଦ୍ର ମନ୍ତ୍ରୀ ରାମଦାସ ଅଠୱାଲେ କୋଭିଡ ପଜିଟିଭ ଚିହ୍ନଟ ହୋଇଛନ୍ତି ।

ଏସମ୍ପର୍କରେ ସେ ସୂଚନା ଦେଇ କହିଛନ୍ତି ଯେ, କିଛି ଦିନ ହେବ ସ୍ୱାସ୍ଥ୍ୟବସ୍ଥା ଖରାପ ହେବାରୁ ମୁଁ କରୋନା ଟେଷ୍ଟ କରାଇଥିଲି । ଯାହା ପରେ ଟେଷ୍ଟ ରିପୋର୍ଟ ମଙ୍ଗଳବାର ଦିନ ପଜିଟିଭ ଆସିଛି ।

ସୂଚନା ଅନୁଯାୟୀ ଏବେ ସେ ମୁମ୍ବାଇ ହସ୍ପିଟାଲରେ ଚିକିତ୍ସା ଲାଗି ଭର୍ତ୍ତି ହୋଇଛନ୍ତି ।

Leave A Reply

Your email address will not be published.