Latest Odisha News

ଯାଜପୁରରେ ଉଦ୍ଧାର ହେଲା ବିରଳ ମାଛ

ଯାଜପୁର : ନାଳରୁ ଉଦ୍ଧାର ହେଲା ବିରଳ ମାଛ । ଯାଜପୁର ବିଂଝାରପୁର ବରହମପୁର ନାଳରୁ ଏପରି ବିରଳ ମାଛ ଉଦ୍ଧାର କରାଯାଇଛି । ଏହି ମାଛର ଜିଭ ମଣିଷପରି ହୋଇଥିବା ଦେଖିବାକୁ ମିଳିଛି । ମାଛ କେନାଲରେ ଭାସୁଥିବା ଦେଖି ସ୍ଥାନୀୟ ଲୋକମାନେ ଉଦ୍ଧାର କରିଛନ୍ତି । ଏହି ମାଛକୁ କରେଣ୍ଟ ମାଛ କୁହାଯାଉଛି । ଜିଅନ୍ତା ବେଳେ ଏହି ମାଛକୁ ଧରିଲେ କରେଣ୍ଟ ମାରିଥାଏ ବୋଲି ବିଶ୍ୱାସ ରହିଛି।

Leave A Reply

Your email address will not be published.