ଲଣ୍ଡନ: ଅକ୍ସଫୋର୍ଡ ୟୁନିଭରସିଟି ଷ୍ଟୁଡେଣ୍ଟସ୍ ୟୁନିଅନ୍ ନିର୍ବାଚନରେ ଜିତି ଇତିହାସ ସୃଷ୍ଟି କରିଥିବା ଭାରତୀୟ ମୂଳ ଛାତ୍ରୀ ରଶ୍ମୀ ସାମନ୍ତ ଏହି ପଦରୁ ଇସ୍ତଫା ଦେଇଛନ୍ତି। କୁହାଯାଉଛି ଯେ ତାଙ୍କର ଗତ କିଛି ମନ୍ତବ୍ୟରେ ବିବାଦକୁ ଦୃଷ୍ଟିରେ ରଖି ସେ ଇସ୍ତଫା ଦେଇଛନ୍ତି। ୧୩ ଫେବୃଆରୀରେ ଅକ୍ସଫୋର୍ଡ ୟୁନିଭରସିଟି ଷ୍ଟୁଡେଣ୍ଟସ ୟୁନିଅନର ସଭାପତି ଭାବରେ ନିର୍ବାଚିତ ହୋଇଥିବା ରଶ୍ମୀ ସାମନ୍ତ ହେଉଛନ୍ତି ପ୍ରଥମ ଭାରତୀୟ ମହିଳା।
BREAKING NEWS
- ଲଟେରୀ ଜରିଆରେ ବିଏମ୍ସି ପକ୍ଷରୁ ପକ୍କା ଘର ଆବଣ୍ଟନ
- Budget 2026 Speech: ସଂସଦରେ ଆଗତ ହେଲା ବଜେଟ ୨୦୨୬-୨୭, ଲଗାତାର ୯ମ ଥର ପାଇଁ ଆଗତ କଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ
- Budget 2026: କାହିଁକି ଚର୍ଚ୍ଚାରେ ନିର୍ମଳାଙ୍କ Part-B ପେଡ଼ି? ବଦଳେଇ ଦେବ ଭାରତର ଭବିଷ୍ୟତ! ଭାଙ୍ଗିଯିବ ୭୫ ବର୍ଷର ପରମ୍ପରା…
- Gold Silver Price Budget 2026: ବଜେଟ ପୂର୍ବରୁ ହଠାତ୍ ଶସ୍ତା ହେଲା ସୁନା ଏବଂ ରୂପା ଦର, ଜାଣନ୍ତୁ କେତେ କମିଲା…
- Union Budget 2026: ବଜେଟ୍ ଉପସ୍ଥାପନ ପୂର୍ବରୁ ଅର୍ଥମନ୍ତ୍ରୀଙ୍କୁ ‘ଦହି-ଚିନି’ ଖୁଆଇଲେ ରାଷ୍ଟ୍ରପତି
- ୧୧୨କୁ ଫୋନ କରନ୍ତୁ ଓଡ଼ିଶା ଅଗ୍ନିଶମ ବିଭାଗର ସେବା ନିଅନ୍ତୁ: ଅଗ୍ନିଶମ ଡିଜି
- ବଜେଟ୍ ୨୦୨୬ ଉପସ୍ଥପାନ ପୂର୍ବରୁ କାର୍ତ୍ତବ୍ୟ ଭବନରେ ପହଞ୍ଚିଲେ ନିର୍ମଳା ସୀତାରମଣ
- ଶ୍ରୀମନ୍ଦିରକୁ ୧୦ ଲକ୍ଷ ଟଙ୍କା ଦାନ କଲେ ସ୍ୱର୍ଗତ IAS ସୁବାଷ ପାଣିଙ୍କ ଧର୍ମପତ୍ନୀ
- LPG Cylinder Price Hike: ବଜେଟ୍ ଦିନ ଝଟକା: ମହଙ୍ଗା ହେଲା LPG ସିଲିଣ୍ଡର
- ସାତକୋଶିଆ ଗଣ୍ଡରେ ବଢ଼ିଲା କୁମ୍ଭୀର ସଂଖ୍ୟା
Comments are closed.