ରାୟଗଡା: ରାୟଗଡା ଡିଏଫ୍ଓ କଲୋନୀରେ ଅଘଟଣ । ଦଶାହ ଭୋଜି ବେଳେ ଗ୍ୟାସ୍ ସିଲିଣ୍ଡର ପାଇପ୍ ଫାଟି ୩ ଜଣ ମହିଳା ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ଗୁରୁତର ରହିଛି । ସେମାନଙ୍କୁ ରାୟଗଡା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।
ସୂଚନା ମୁତାବକ, ଡିଏଫ୍ଓ କଲୋନୀର ଲେନ୍-୧ରେ ଏକ ଦଶାହ ଭୋଜି ପାଇଁ ରୋଷେଇ ଚାଲିଥିଲା । ଭୋଜିରେ ୩ ଜଣ ମହିଳା ଶ୍ରମିକ ପରିବା କଟୁଥିଲେ । ତେବେ ହଠାତ୍ ସିଲିଣ୍ଡର ପାଇପ୍ ଫାଟି ଗ୍ୟାସ୍ ଲିକ୍ ହୋଇଥିଲା । ଫଳରେ ସେଠାରେ ବସିଥିବା ୩ ଜଣ ମହିଳା ଶ୍ରମିକ ଜଳି ଯାଇଥିଲେ । ପରେ ସେମାନଙ୍କୁ ଗୁରୁତର ଅବସ୍ଥାରେ ସେଠାରେ ଉପସ୍ଥିତ ଥିବା ଲୋକେ ଉଦ୍ଧାର କରି ହସ୍ପିଟାଲରେ ଭର୍ତିି କରିଥିଲେ । ଚିକିତ୍ସା ପରେ ୩ଜଣଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ଥିବା ଡାକ୍ତର ସୂଚନା ଦେଇଛନ୍ତି ।
BREAKING NEWS
- ସମ୍ବଲପୁର କୋର୍ଟକୁ ପୁଣି ବୋମା ଧମକ, ହାଇ ଆଲର୍ଟରେ ସମଗ୍ର ଅଞ୍ଚଳ
- Narendra Pond: ଏହି ଦିନରୁ ଆରମ୍ଭ ହେବ ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା; ନରେନ୍ଦ୍ର ପୁଷ୍କରିଣୀରୁ ବାହାରିଲା ଚାପ ଡଙ୍ଗା
- ଜଣେ ବି ଚାଷୀର ଧାନ ରହିବ ନାହିଁ, ସବୁ ଧାନ କିଣା ଯିବ: ମନ୍ତ୍ରୀ
- Rupee Posts Biggest Gain: ୧୨ ବର୍ଷରେ ପ୍ରଥମ ଥର ଦମ୍ ଦେଖାଇଲା ଟଙ୍କା, ଡଲାର ତୁଳନାରେ କଲା ଦୃଢ଼ ପ୍ରତ୍ୟାବର୍ତ୍ତନ…
- ସମୁଦ୍ର ତଳେ ଷଡ଼ଯନ୍ତ୍ର, ଗାଏବ ହୋଇଯିବ ଇଣ୍ଟରନେଟ୍ !
- ରିଲ୍ସ କରିବା ହେଲା କାଳ, ପୋଲରୁ ନଦୀକୁ ଡେଇଁଲେ ଦୁଇ ଯୁବକ
- ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଅଶ୍ୱିନ୍ କାହିଁକି ଦେଲେ ସତର୍କବାଣୀ ?
- ଦୁଇରୁ ତିନି ବର୍ଷ ମଧ୍ୟରେ ଦୂର ହେବ ଅଗ୍ନିବୀରଙ୍କ ଅଭାବ
- ଏକଲବ୍ୟ ପୁରସ୍କାର-୨୦୨୬ ପାଇଁ ଦରଖାସ୍ତ ଆହ୍ୱାନ
- Iran US War: ନୌସେନା, ବାୟୁସେନା, ସମଗ୍ର ନେତୃତ୍ୱ…ସବୁ ଶେଷ, ଇରାନ ଉପରେ ବିଜୟ ଘୋଷଣା କଲେ ରାଷ୍ଟ୍ରପତି ଟ୍ରମ୍ପ
Comments are closed.