Latest Odisha News

BREAKING NEWS

ରାୟଗଡାରେ ଭାରସାମ୍ୟ ହରାଇ ଓଲଟିଲା ବସ୍‌, ୩ ମୃତ

ରାୟଗଡା: ବିଷମକଟକ ହଜାରୀଡାଙ୍ଗ ନିକଟରେ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ବସଟି ଲକ୍ଷ୍ମୀପୁରରୁ କଟକ ଯାଉଥିବା ବେଳେ ଭାରସାମ୍ୟ ହରାଇ ବସଟି ଓଲଟି ପଡିଥିବା ସୂଚନା ମିଳିଛି ।

ଦୁଇ ଜଣ ଯାତ୍ରୀ ଓ ଡ୍ରାଇଭରଙ୍କ ମୃତଦେହ ଉଦ୍ଧାର ହୋଇଥିବା ବେଳେ ଏବେ ବି ଅନେକ ଯାତ୍ରୀ ଚାପି ହୋଇରହିଛନ୍ତି । ତେଣୁ ମୃତ୍ୟୁ ସଂଖ୍ୟା ଆହୁରି ବଢିବ ବୋଲି ସନ୍ଦେହ କରାଯାଉଛି । ପୋଲିସ ଓ ଦମକଳବାହିନୀ ଓ ସ୍ଥାନୀୟ ଲୋକଙ୍କ ସହାୟତାରେ ଉଦ୍ଧାର କାମ ଚାଲିଛି ।

Leave A Reply

Your email address will not be published.