Latest Odisha News

BREAKING NEWS

କୋଭିଡ୍ ନିୟମ ଉଲ୍ଲଂଘନ ଅଭିଯୋଗରେ ସିଲ୍ ହେଲା ଆରସିଏମ କଲେଜ

ଭୁବନେଶ୍ବର : ମହଙ୍ଗା ପଡ଼ିଲା କୋଭିଡ ନିୟମ ଉଲ୍ଲଂଘନ । କରୋନା ଗାଇଡଲାଇନ୍ ଉଲ୍ଲଂଘନ ଅଭିଯୋଗରେ ସିଲ୍ ହୋଇଛି ରିଜିଓନାଲ କଲେଜ୍ ଅଫ୍ ମ୍ୟାନେଜମେଣ୍ଟ ବା ଆରସିଏମ୍ କଲେଜ୍ । ଏନେଇ ବିଏମସି ପକ୍ଷରୁ ସୂଚନା ଦିଆଯାଇଛି ।

କୋଭିଡ କଟକଣାକୁ ଦୁଷ୍ଟିରେ ରଖି କୌଣସି ସାଂସ୍କୃତିକ କାର୍ଯ୍ୟକ୍ରମକୁ ଅନୁମତି ଦିଆଯାଉନାହିଁ । ଏଭଳିସ୍ଥିତିରେ ଆରସିଏମ କଲେଜ୍ ନିୟମ ଉଲ୍ଲଂଘନ କରିଥିବା ଅଭିଯୋଗରେ କଡ଼ା ପଦକ୍ଷେପ ନେଇଛି ବିଏମସି । କଲେଜକୁ ସିଲ୍ କରାଯିବା ସହ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି ।

Leave A Reply

Your email address will not be published.