ସୋନପୁର :ରେଡକ୍ରସ କର୍ମୀଙ୍କ ମହାନତା । ସୋନପୁର ବଲାଙ୍ଗୀର ୫୭ ନଂ ଜାତୀୟ ରାଜପଥ ଖମ୍ବେଶ୍ୱରୀ ପାଲି ଠାରେ ଏକ ଅଜଣା ବାଇକ ଧକ୍କାରେ ନରସିଂହଗଡ଼ ନିବାସୀ ସନ୍ତୋଷ କୁମାର ଆହତ ହୋଇ ଗୁରୁତର ହୋଇପଡ଼ିଥିଲେ । ଏହି ସମୟରେ ରେଡକ୍ରସ କାର୍ଯ୍ୟରୁ ସେହି ରାସ୍ତା ଦେଇ ଫେରୁଥିବା ଅଧ୍ୟାପକ ରବିଚନ୍ଦ୍ର ପସାୟତ ,ଫାଷ୍ଟଏଡର୍ ରାମନାରାୟଣ ଦାଶ , ଜୁନିଅର ରେଡକ୍ରସ ସାଧନ କର୍ମୀ ଚନ୍ଦ୍ରମଣୀ ବାଘ,ପ୍ରତାପପୁର ଉପ୍ରା ବିଦ୍ୟାଳୟର ୟୁନିୟନ ରେଡକ୍ରସ ପରାମର୍ଶ ଦାତା ଗୋପେଶ ପଣ୍ଡା ସନ୍ତୋଷ କୁମାରଙ୍କୁ ପ୍ରାଥମିକ ଚିକିତ୍ସା କରିଥିଲେ । ପରେ ମୁଣ୍ଡରୁ ଅଧିକ ରକ୍ତଶ୍ରାବ ହେବାରୁ ଆମ୍ବୁଲାନ୍ସ ଯୋଗେ ସୋନପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ତାନାନ୍ତର କରିଥିଲେ ।
BREAKING NEWS
- ଏସଜେଏଫଆଇର ୫୦ତମ ବାର୍ଷିକ ସମ୍ମିଳନୀ ଉଦଘାଟିତ
- ହିଣ୍ଡାଲ୍କୋ ପକ୍ଷରୁ ଜାତୀୟ ମାନବାଧିକାର ସମ୍ମିଳନୀ ଆୟୋଜିତ; ଅଧିକାର-ଭିତ୍ତିକ ବିକାଶ ଏବଂ ନୈତିକ ଶାସନ ପରିଚାଳନା ପାଇଁ ଆହ୍ୱାନ
- OUSSSCର ପ୍ରଥମ ଅଧ୍ୟକ୍ଷ ହେଲେ ରଶ୍ମିରଞ୍ଜନ ସ୍ବାଇଁ
- Rajya Sabha Elections: ରାଜ୍ୟସଭା ନିର୍ବାଚନ ପାଇଁ ହ୍ୱିପ ଜାରି କଲା ବିଜେପି
- ‘ଓଡ଼ିଶାରେ ୨୮ଟି ଆକାଶବାଣୀ କେନ୍ଦ୍ର ଏବଂ ୨୪ ଘଣ୍ଟିଆ ଟିଭି ଚ୍ୟାନେଲ୍ ଡିଡି ଓଡ଼ିଆ କାର୍ଯ୍ୟ କରୁଛି’
- Menstrual leave:’ମହିଳାଙ୍କୁ କେହି ଚାକିରି ଦେବେ ନାହିଁ…’; ମାସିକ ଋତୁସ୍ରାବ ଛୁଟି ସମ୍ପର୍କିତ ଆବେଦନକୁ ଖାରଜ କଲେ ସୁପ୍ରିମକୋର୍ଟ
- ଆଇପିଏଲ ୨୦୨୬ ସିଜନରୁ ଓହରିଲେ ହର୍ଷିତ ରାଣା
- ଆଇପିଏଲ ପାଇଁ ପିଏସଏଲ ଛାଡିଲେ ବ୍ଲେସିଙ୍ଗ ମୁଜାରବାନୀ
- ଜମି ଭାଗ ପାଇଁ ଡବଲ ମର୍ଡର; ନିଜ ବଡ଼ ଭାଇ ଓ ମା’ଙ୍କୁ ହତ୍ୟା…
- ‘ଗ୍ଲୋବାଲ ସମିଟ୍ ଅନ୍ ବ୍ଲୁ ଇକୋନୋମି ୨୦୨୬’ ଉଦଘାଟିତ; ନୀଳ ଅର୍ଥନୀତି କ୍ଷେତ୍ରରେ ସ୍ଥାୟୀ ଅଭିବୃଦ୍ଧି ପାଇଁ ଏକତ୍ରିତ…
Comments are closed.