Latest Odisha News

BREAKING NEWS

ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର: ୮ ମାସ ପରେ ଖୋଲିଲା ଆଞ୍ଚଳିକ ବିଜ୍ଞାନ କେନ୍ଦ୍ର

ଭୁବନେଶ୍ୱର: ୮ ମାସ ପରେ ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଆଞ୍ଚଳିକ ବିଜ୍ଞାନ କେନ୍ଦ୍ର । ଭୁବନେଶ୍ୱର ଓ ଢେଙ୍କାନାଳରେ ଥିବା ଆଞ୍ଚଳିକ ବିଜ୍ଞାନ କେନ୍ଦ୍ର କୋଭିଡ୍ କଟକଣା ଯୋଗୁଁ ବନ୍ଦ ରହିଥିଲା । କୋଭିଡ୍ ଗାଇଲାଇନ୍ ଓ କଟକଣା ଭିତରେ ଖୋଲିବା ପାଇଁ ନିର୍ଦ୍ଦେଶ ଦେଇଥିଲା ପର୍ଯ୍ୟଟନ ବିଭାଗ ।

ପର୍ଯ୍ୟଟକଙ୍କ ପାଇଁ ଏହା ଖୋଲିଥିଲେ ବି କୋଭିଡ୍ ସତର୍କତା ଓ କଟକଣାକୁ ଗୁରୁତ୍ୱ ଦିଆଯାଇଛି । ସକାଳ ସାଢେ ୯ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଏହା ଖୋଲା ରହିବ । ସେନସର ବ୍ୟବସ୍ଥା କରାଯାଇଛି । ପ୍ରବେଶ ସମୟରେ ଥର୍ମାଲ ସ୍କ୍ରିନିଂ ଓ ସାନିଟାଇଜ୍ କରାଯାଉଛି ।

Leave A Reply

Your email address will not be published.