ଭୁବନେଶ୍ବର : ରାଜ୍ୟବାସୀଙ୍କୁ ମାଗଣାରେ ମିଳିବ କରୋନା ଟିକା । ଏନେଇ ଆଜି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମାଗଣା ଟିକାକରଣ ନେଇ ଘୋଷଣା କରିବା ପରେ ଦୁଇ କମ୍ପାନୀଙ୍କୁ ଟିକା ଅର୍ଡର କରିଛନ୍ତି ରାଜ୍ୟ ସରକାର । ୩ କୋଟି ୭୭ ଲକ୍ଷ ଡୋଜ କୋଭିସିଲ୍ଡ ଟିକା ପାଇଁ ଅର୍ଡର କରାଯାଇଛି । ସେହିପରି ୧୦.୩୪ ଲକ୍ଷ ଡୋଜ୍ କୋଭାକ୍ସିନ ପାଇଁ ମଧ୍ୟ ଅର୍ଡର ଦିଆଯାଇଛି । ଓଡ଼ିଶାକୁ ଟିକା ଯୋଗାଇବାକୁ ଦୁଇ କମ୍ପାନୀ ସେରମ ଇନଷ୍ଟିଚ୍ୟୁଟ୍ ଓ ଭାରତ ବାୟୋଟେକକୁ ଚିଠି ଲେଖିଛନ୍ତି ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ଶାସନ ସଚିବ । ରାଜ୍ୟର ୧୮ ବର୍ଷରୁ ୪୪ ବର୍ଷର ସମସ୍ତଙ୍କୁ ମାଗଣା ଟିକା ଦେବାକୁ ଘୋଷଣା ହୋଇଛି । ଆସନ୍ତା ମେ ୧ ତାରିଖରୁ ୧୮ ବର୍ଷରୁ ଅଧିକ ବୟସ ବର୍ଗଙ୍କୁ ଟିକା ଦିଆଯିବ ।
BREAKING NEWS
- ଲୋମହର୍ଷକ ଘଟଣା:ନିଜ ଜନ୍ମ କଲା ୨ ଶିଶୁ କନ୍ୟାଙ୍କୁ କୂଅରେ ପକାଇ ହତ୍ୟା କଲା ମା’
- ଏସଜେଏଫଆଇର ୫୦ତମ ବାର୍ଷିକ ସମ୍ମିଳନୀ ଉଦଘାଟିତ
- ହିଣ୍ଡାଲ୍କୋ ପକ୍ଷରୁ ଜାତୀୟ ମାନବାଧିକାର ସମ୍ମିଳନୀ ଆୟୋଜିତ; ଅଧିକାର-ଭିତ୍ତିକ ବିକାଶ ଏବଂ ନୈତିକ ଶାସନ ପରିଚାଳନା ପାଇଁ ଆହ୍ୱାନ
- ୬୨ କିଲୋରୁ ଅଧିକ ଗଞ୍ଜେଇ ସହ କାର-ବାଇକ ଜବତ, ୨ଗିରଫ
- OUSSSCର ପ୍ରଥମ ଅଧ୍ୟକ୍ଷ ହେଲେ ରଶ୍ମିରଞ୍ଜନ ସ୍ବାଇଁ
- Rajya Sabha Elections: ରାଜ୍ୟସଭା ନିର୍ବାଚନ ପାଇଁ ହ୍ୱିପ ଜାରି କଲା ବିଜେପି
- ‘ଓଡ଼ିଶାରେ ୨୮ଟି ଆକାଶବାଣୀ କେନ୍ଦ୍ର ଏବଂ ୨୪ ଘଣ୍ଟିଆ ଟିଭି ଚ୍ୟାନେଲ୍ ଡିଡି ଓଡ଼ିଆ କାର୍ଯ୍ୟ କରୁଛି’
- Menstrual leave:’ମହିଳାଙ୍କୁ କେହି ଚାକିରି ଦେବେ ନାହିଁ…’; ମାସିକ ଋତୁସ୍ରାବ ଛୁଟି ସମ୍ପର୍କିତ ଆବେଦନକୁ ଖାରଜ କଲେ ସୁପ୍ରିମକୋର୍ଟ
- ଆଇପିଏଲ ୨୦୨୬ ସିଜନରୁ ଓହରିଲେ ହର୍ଷିତ ରାଣା
- ଆଇପିଏଲ ପାଇଁ ପିଏସଏଲ ଛାଡିଲେ ବ୍ଲେସିଙ୍ଗ ମୁଜାରବାନୀ
Comments are closed.