Latest Odisha News

ଓଏଏସ୍‌ ସ୍ତରରେ ଅଦଳବଦଳ

ଭୁବନେଶ୍ୱର: ଆଜି ଓଏଏସ୍‌ ସ୍ତରରେ ଅଦଳ ବଦଳ କରିଛନ୍ତି ରାଜ୍ୟ ସରକାର । କଟକ ମହାନଗର ନିଗମ କମିଶନର ଭାବେ ଅନାମ ଚରଣ ପାତ୍ର ନିଯୁକ୍ତ ହୋଇଛନ୍ତି । ସେହିପରି କଳ୍ପତରୁ ବେହେରା ହେଲେ କଟକ ମହାନଗର ନିଗମ ଅତିରିକ୍ତ କମିଶନର ।

ଓକାକ ମୁଖ୍ୟ ନିର୍ବାହୀ ଅଧିକାରୀ ହେଲେ ପ୍ରଦୀପ କୁମାର ରାଉତ । ଅଶୋକ କୁମାର ଗଡ଼ତିଆ ହେଲେ ଅତିରିକ୍ତ ଅବକାରୀ କମିଶନର ।

Leave A Reply

Your email address will not be published.