ଭୁବନେଶ୍ୱର:ଆଇପିଏସ ସ୍ତରରେ ବଡ ଧରଣର ଅଦଳବଦଳ । ୧୯୮୮ ବ୍ୟାଚର ଅରୁଣ କୁମାର ରାୟଙ୍କର ଗୃହମନ୍ତ୍ରାଳୟର ଓଏସଡିରୁ ବଦଳି ହେଇଛି । ତାଙ୍କୁ ଏବେ ସରକାରୀ ପ୍ରେସ ନିର୍ଦ୍ଦେଶକ ଦାୟିତ୍ୱ ଦିଆଯାଇଛି । ସେହିପରି ୧୯୮୯ ବ୍ୟାଚ ଆଇପିଏସଙ୍କର ଜେଲର ଡିଜି ଭାବେ ବଦଳି ହୋଇଛି । ସେ ଏବେ ଏଚଆରପିସିର ସ୍ପେଶାଲ ଡିଜିପି ଦାୟିତ୍ୱରେ ଥିଲେ ।
ଅନ୍ୟପକ୍ଷେ ୧୯୯୨ ବ୍ୟାଚର ଆଇପିଏସ ଲଳିତ ଦାସ ଯିଏ କି ସରକାର ପ୍ରେସ ନିର୍ଦ୍ଦେଶକ ଅଛନ୍ତି ତାଙ୍କୁ ଏଚଆରପିସିର ଆଡିସନାଲ ଡିଜିପି ଭାବେ ନିଯୁକ୍ତି ଦିଆଯାଇଛି । ସେହିପରି କମିଶନରେଟ ପୋଲିସର ଭୁବନେଶ୍ୱର-କଟକର ସିପି ଥିବା ୨୦୦୮ ବ୍ୟାଚର ଉମାଶଙ୍କର ଦାଶଙ୍କୁ ସ୍ପେଶାଲ ଇନଭେଷ୍ଟିଗେସନ ୱିଙ୍ଗସର ଡିଆଇଜି ଭାବେ ବଦଳି କରାଯାଇଛି ।
ଅନ୍ୟପକ୍ଷେ ୨୦୦୯ ବ୍ୟାଚର ଆଇପିଏସ ବ୍ରିଜେଶ କୁମାର ରାୟଙ୍କୁ କମିଶନରେଟ ପୋଲିସର ଆଡିସିନାଲ ସିପିଭାବେ ବଦଳି କରାଯାଇଛି । ପୂର୍ବରୁ ସେ ମୁଖ୍ୟାଳୟ ଡିଆଇଜି ଦାୟିତ୍ୱରେ ଥିଲେ ।
BREAKING NEWS
- ECoR:ପୁଣି ଦେଶର ଏକ ନମ୍ବର ରେଳ ଜୋନ୍ ହେଲା ପୂର୍ବ ତଟ ରେଳପଥ; ସର୍ବାଧିକ ୨୮୬.୩ ନିୟୁତ ଟନ୍ ପଣ୍ୟ ପରିବହନ
- Odia Pakhya:ଏପ୍ରିଲ ୪ରେ ଆୟୋଜିତ ହେବ ଖଡ଼ିଛୁଆଁ ସହ ଓଡ଼ିଆରେ ନାମ ଫଳକ ଲେଖା ଅଭିଯାନ
- ଷ୍ଟାଡିୟମ ସଫା କରି ଚର୍ଚ୍ଚାରେ ଏହି ମହାନ ଖେଳାଳି
- DGP Award: ଉଲ୍ଲେଖନୀୟ ସେବା ପାଇଁ ୭୮ ଜଣ ପୋଲିସ କର୍ମଚାରୀଙ୍କୁ ମିଳିଲା ପଦକ
- Make in India: ଟେକ୍ ଟ୍ରାନ୍ସଫର ଚୁକ୍ତି ଅନୁଯାୟୀ ଇସ୍ରାଏଲ ଭାରତକୁ ଦେଲା ପ୍ରଥମ ହାଲୁକା ମେସିନ୍ ଗନ୍ ; ଜାଣନ୍ତୁ ଏହାର ବିଶେଷତ୍ୱ
- VFS Global at BSABT: ବରମୁଣ୍ଡାରେ ଖୋଲିଲା ଭିସା କେନ୍ଦ୍ର;ଆଉ ଯିବାକୁ ପଡିବନି ଅନ୍ୟ ରାଜ୍ୟକୁ…
- Odisha Day:ଉତ୍କଳମଣିଙ୍କ ଜନ୍ମପୀଠରେ ପାଳିତ ହେଲା ଓଡ଼ିଶା ଦିବସ;ପୁରୀରେ ହେବ କ୍ରୁଜ୍ ଟର୍ମିନାଲ୍ ପ୍ରତିଷ୍ଠା …
- CCS meeting: ପ୍ରଧାନମନ୍ତ୍ରୀ ମୋଦୀ ପୁଣି ଥରେ ଡାକିଲେ CCS ବୈଠକ; ଆଜି ସନ୍ଧ୍ୟା…
- ଫିଫା ବିଶ୍ୱକପ: କ୍ରମାଗତ ତୃତୀୟ ଥର ପାଇଁ ଯୋଗ୍ୟତା ହାସଲ କରିପାରିଲା ନାହିଁ ଇଟାଲୀ, ଚୂଡାନ୍ତ ହେଲା ୪୮ ଟିମ
- Paddy Procurement: ଖରିଫ ଧାନକିଣା ଅବଧି ୭ ଦିନ ବୃଦ୍ଧି କଲେ ରାଜ୍ୟ ସରକାର
Comments are closed.