ଭୁବନେଶ୍ୱର: କରୋନା ପାଇଁ ବିଧାନସଭା ପ୍ରବେଶ ଉପରେ ଲାଗିଲା କଟକଣା । ମନ୍ତ୍ରୀ, ବିଧାୟକ ଓ କର୍ମଚାରୀଙ୍କ ବ୍ୟତୀତ ଅନ୍ୟ କେହି ବିଧାନସଭା ଭିତରକୁ ଯିବାକୁ ହେଲେ ବାଚସ୍ପତିଙ୍କ ଠାରୁ ଅନୁମତି ନେବାକୁ ପଡିବ । ଏନେଇ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ସୂଚନା ଦେଇଛନ୍ତି ।
ସେହିପରି ବିଧାନସଭାର କର୍ମଚାରୀ ଅନ୍ୟ ଚାମ୍ବରକୁ ଯିବା ପାଇଁ ବାରଣ ହୋଇଛି । ଆବଶ୍ୟକ ପଡିଲେ ଅନୁମତି ନେଇ ଯିବେ । କର୍ମଚାରୀମାନେ ବିଧାନସଭାକୁ ପ୍ରବେଶ କରିବା ପୂର୍ବରୁ ହାତ ଗୋଡ ଭଲରେ ଧୋଇବା ପାଇଁ ପରାମର୍ଶ ଦିଆଯାଇଛି । ସେହିପରି କମ୍ପ୍ୟୁଟର ଟେବୁଲ ଓ ଚେୟାର ସଫା ରଖିବାକୁ କୁହାଯାଇଛି ।
BREAKING NEWS
- ବରିଷ୍ଠ ଆଇପିଏସ୍ ଅଧିକାରୀଙ୍କୁ ପଦୋନ୍ନତି
- ହାତୀରେ ବସି ଧନୁଯାତ୍ରାରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ; ବରଗଡ଼କୁ ଦେଲେ ୧୩୬୨ କୋଟିର ଭେଟି
- ୭୯ ଲକ୍ଷ ଟଙ୍କା ହେରଫେର୍ ମାମଲାରେ ଯମନକିରା ଲ୍ୟାମ୍ପସର ପୂର୍ବତନ ଏମ୍ଡି ଗିରଫ
- ସାମୀଙ୍କୁ ନେଇ ଚୟନ କମିଟିଙ୍କ ୟୁ ଟର୍ଣ୍ଣ, ଖେଳି ପାରନ୍ତି ନ୍ୟୁଜିଲାଣ୍ଡ ବିପକ୍ଷ ସିରଜ
- ‘ବ୍ୟାଟଲ୍ ଅଫ୍ ଗାଲୱାନ୍’ ଟିଜର ରିଲିଜ୍; ଚିହିଁକିଲା ଚୀନ
- ବାଂଲାଦେଶରେ ଆଉ ଜଣେ ହିନ୍ଦୁଙ୍କୁ ହତ୍ୟା
- January 2026 Five Rare Rajyog:ଜାନୁଆରୀରେ ୫ଦୁର୍ଲଭ ରାଜଯୋଗ;ଏହି ରାଶିମାନଙ୍କ ଫିଟିବ ଭାଗ୍ୟ
- ତାମିଲନାଡୁରେ ଓଡ଼ିଆଙ୍କ ମୃତ୍ୟୁ; ତଦନ୍ତ ପାଇଁ ଅଧିକାରୀଙ୍କୁ ପଠାଇଲେ ମୁଖ୍ୟମନ୍ତ୍ରୀ
- ପିକନିକ୍ ପାଇଁ ମାର୍ଗଦର୍ଶିକା ଜାରି କଲା ପରିବହନ ବିଭାଗ
- ରଣବୀରଙ୍କ ସ୍ଥାନରେ ହ୍ରିତିକ ହୋଇ ପାରନ୍ତି ଡନ
Comments are closed.