ଭୁବନେଶ୍ୱର: ଆଉ ଦିନକ ପରେ ମହାଶିବରାତ୍ରି । ତାପୂର୍ବରୁ ରାଜ୍ୟରେ ଜାଗର ଯାତ୍ରା ନେଇ କଟକଣା ଜାରି କରିଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର । ଏବର୍ଷ ରାଜ୍ୟର ଶିବାଳୟ ପରିସର ଓ ବାହାରେ ଗହଳି ନକରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି । ମେଳା ବସିବା ଉପରେ କଟକଣା ଜାରି ହୋଇଛି । ଜାଗରଯାତ୍ରା ବେଳେ କୌଣସି ସ୍ଥାନରେ ମେଳା ଲାଗିବ ନାହିଁ । କରୋନା କାଳରେ ଗୋଟିଏ ସ୍ଥାନରେ ଭିଡ଼ି ଜମାଇଲେ ସଂକ୍ରମଣ ବଢ଼ିବାର ଆଶଙ୍କା କରି ମେଳାକୁ ମନା କରାଯାଇଛି। ଭିଡ଼କୁ ଏଡ଼ାଇବା ପାଇଁ ଏଭଳି ପଦକ୍ଷେପ ନେଇଛନ୍ତି ସରକାର । ନିୟମ ଉଲ୍ଲଙ୍ଘନ କଲେ କାର୍ଯ୍ୟାନୁଷ୍ଠାନ ନେବାକୁ ସବୁ ଜିଲ୍ଲାପାଳ, ମ୍ୟୁନିସିପାଲ କମିଶନରଙ୍କୁ ନିର୍ଦ୍ଦେଶ ଜାରି ହୋଇଛି ।
BREAKING NEWS
- ଆନ୍ତର୍ଜାତୀୟ ହକିରୁ ଅବସର ଘୋଷଣା କଲେ ମିଷ୍ଟର ବ୍ୟାକହ୍ୟାଣ୍ଡ
- ୫ ଲକ୍ଷ ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପୋଲିସ ହାଉସିଂ ଡେପୁଟି ମ୍ୟାନେଜର
- ଭୁବନେଶ୍ୱର ନିୟୁ ସିଟି ମାଷ୍ଟରପ୍ଲାନ୍ ପାଇଁ ଚୁକ୍ତି ସ୍ୱାକ୍ଷରିତ
- ଏପ୍ରିଲ ୧ରୁ ବଦଳିବ ନନ୍ଦନକାନନର ସମୟ ନିର୍ଘଣ୍ଟ, ପ୍ରତି ସୋମବାର ବନ୍ଦ ରହିବ ଉଭୟ ଉଦ୍ୟାନ
- ସରେଣ୍ଡର କଲେ ଦୁଇ ହାର୍ଡକୋର ମାଓବାଦୀ
- ଜୁନ ୨୬ରେ ଟିମ ଇଣ୍ଡିଆ ପକ୍ଷରୁ ପଦାର୍ପଣ ମ୍ୟାଚ ଖେଳି ପାରନ୍ତି ବୈଭବ
- ଦୀର୍ଘ ବର୍ଷ ପରେ ଚେନ୍ନାଇ ବିପକ୍ଷରେ ଖେଳିଲେ ଜାଡେଜା, ଲୋଗୋକୁ ଦେଖି ହେଲେ ଭାବପ୍ରବଣ
- ବଡ଼ ଘୋଷଣା-ବଡ଼ ପ୍ରଚାର, ଦାୟିତ୍ୱ ଶୂନ୍ୟ: ସରକାରଙ୍କୁ ରାହୁଲଙ୍କ ସମାଲୋଚନା
- ୧ ଏପ୍ରିଲରୁ ଟୋଲ୍ ପ୍ଲାଜାରେ ବଡ଼ ପରିବର୍ତ୍ତନ, ଜାଣନ୍ତୁ କ’ଣ କରିବାକୁ ପଡ଼ିବ?
- ଓଡିଶାକୁ ଆଉ ନାହିଁ ମାଓ ବିପଦ
Comments are closed.