Latest Odisha News

BREAKING NEWS

ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁଦାମ ମାର୍ଣ୍ଡିଙ୍କୁ କରୋନା

ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ କରୋନା ସଂକ୍ରମିତ ହୋଇଛନ୍ତି । ଏନେଇ ଖୋଦ୍ ମନ୍ତ୍ରୀ ସୁଦାମ ମାର୍ଣ୍ଡି ସୋସିଆଲ୍ ମିଡିଆରେ ସୂଚନା ଦେଇଛନ୍ତି । ଫେସବୁକରେ ପୋଷ୍ଟ କରି ମନ୍ତ୍ରୀ ସୁଦାମ ମାର୍ଣ୍ଡ୍ରି ଲେଖିଛନ୍ତି ମୋର କରୋନା ପରୀକ୍ଷା ରିପୋର୍ଟ ପଜିଟିଭ୍ ଆସିଛି । ମୁଁ ଏବେ ମୋ ସ୍ୱାସ୍ଥ୍ୟର ଯତ୍ନ ନେଇ ହୋମ୍ ଆଇସୋଲେସନରେ ଅଛି ।

I would like to inform everyone that I have tested positive for #COVID_19. I am under home isolation and taking care of…

Posted by Sudam Marndi on Saturday, 24 April 2021

 

ଏଥିସହ ତାଙ୍କ ସମ୍ପର୍କରେ ଆସିଥିବା ସମସ୍ତଙ୍କୁ ସେ କ୍ୱାରେଣ୍ଟାଇନ୍ ହେବା ସହ କରୋନା ପରୀକ୍ଷା କରାଇ ନେବାକୁ ଅନୁରୋଧ କରିଛନ୍ତି ମନ୍ତ୍ରୀ । ସମସ୍ତଙ୍କୁ ସୁରକ୍ଷିତ ରଖିବା ସହ ନିଜେ ସୁରକ୍ଷିତ ରହିବା ଲାଗି ପଦକ୍ଷେପ ନେବାକୁ ମନ୍ତ୍ରୀ କହିଛନ୍ତି ।

Leave A Reply

Your email address will not be published.