Latest Odisha News

BREAKING NEWS

ଶିକ୍ଷାନୁଷ୍ଠାନକୁ ନେଇ ବଡ ଘୋଷଣା କଲେ ରାଜସ୍ବ ମନ୍ତ୍ରୀ

ଭୁବନେଶ୍ୱର: ଶିକ୍ଷାନୁଷ୍ଠାନକୁ ନେଇ ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା । ପ୍ରାଥମିକ ସ୍କୁଲ ଠାରୁ ଆରମ୍ଭ କରି ବିଶ୍ବବିଦ୍ୟାଳୟ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନକୁ ଡିସେମ୍ବର ସୁଦ୍ଧା ପଟ୍ଟା ଦିଆଯିବ ବୋଲି ଗୁରୁବାର ବିଧାନସଭାରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଘୋଷଣା କରିଛନ୍ତି ।

୨୪ ବର୍ଷର ସରକାର ସମୟରେ ନିଜସ୍ବ ଜମି ନ ଥିବା ହେତୁ ଅନେକ ଶିକ୍ଷାନୁଷ୍ଠାନ ଅନ୍ୟ ଜମି ରେ ଚାଲୁଥିଲା । ଯାହାକୁ ନେଇ ସବୁବେଳେ ଅଭିଯୋଗ ହୋଇଆସୁଛି । ଏହାକୁ ଦୃଷ୍ଟିରେ ରଖି ସରକାର ଡିସେମ୍ବର ସୁଦ୍ଧା ସମ୍ପୃକ୍ତ ଶିକ୍ଷାନୁଷ୍ଠାନକୁ ପଟ୍ଟା ଦିଆଯିବ ବୋଲି ମନ୍ତ୍ରୀ ଘୋଷଣା କରିଛନ୍ତି ।

Comments are closed.