ମୁମ୍ବାଇ: ବଲିଉଡର ବିବାଦୀୟ ଫିଲ୍ମ ନିର୍ମାତା ରାମ ଗୋପାଳ ବର୍ମା ଏବେ ନ୍ୟୁଜ ଆଙ୍କର ଅର୍ଣ୍ଣବଙ୍କ ଉପରେ ଫିଲ୍ମ ନିର୍ମାଣ କରିବେ । ଏ ନେଇ ସେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି । ଫିଲ୍ମର ଟାଇଟଲ ରହିଛି ‘ଅର୍ଣ୍ଣବ- ଦି ନ୍ୟୁଜ ପ୍ରଷ୍ଟିଚ୍ୟୁଟ୍’ ।
ରିପବ୍ଲିକ ଟିଭି ମୁଖ୍ୟ ଅର୍ଣ୍ଣବ ଗୋସ୍ୱାମୀ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ପରେ ବଲିଉଡର ବଡ ବଡ ଅଭିନେତା, ନିର୍ଦ୍ଦେଶକ ଓ ପ୍ରଯୋଜକ ଟାର୍ଗେଟ କରି ବିଭିନ୍ନ ଆଲୋଚନା ମାନ କରୁଛନ୍ତି । ଏଥି ପାଇଁ ଆରଜିଭି ତାଙ୍କୁ ନେଇ ଏକ ଫିଲ୍ମ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି ।
My film on him is titled
“ARNAB”
THE NEWS PROSTITUTE
After extensively studying him I mulled on whether the tagline should be The News Pimp or The News Prostitute though both are relevant I finally settled on prostitute for its sound.— Ram Gopal Varma (@RGVzoomin) August 3, 2020
BREAKING NEWS
- Hero Hockey India League:ହ୍ୟାଟ୍ରିକ ବିଜୟ ସହ ପଏଣ୍ଟ ଟେବୁଲର ଶୀର୍ଷରେ କଳିଙ୍ଗ ଲାନସର୍ସ
- କୋହଲି, ଗିଲଙ୍କ ଆକର୍ଷଣୀୟ ପ୍ରଦର୍ଶନ: ପ୍ରଥମ ଦିିନିକିଆରେ ଭାରତ ବିଜୟୀ
- ଆସନ୍ତା ୧୫ରେ ବରଗଡ଼ ବନ୍ଦ
- ଝାରସୁଗୁଡ଼ାରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ
- ସଚିନଙ୍କୁ ପଛରେ ପକାଇ ବିଶ୍ୱରେକର୍ଡ କଲେ କିଙ୍ଗ କୋହଲି
- Fire In Ama Bus: ଗତ ୨୪ ଘଣ୍ଟା ମଧ୍ୟରେ ଦୁଇଟି ‘ଆମ ବସ’ରେ ଅଗ୍ନିକାଣ୍ଡ
- Rourkela Plane Crash: ରାଉରକେଲା ବିମାନ ଦୁର୍ଘଟଣା; ସ୍ଥାନୀୟ ଜନସାଧାରଣଙ୍କୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ
- ଟି୨୦ ବିଶ୍ୱକପ: ଚର୍ଚ୍ଚାରେ ଅକ୍ଷର ପଟେଲଙ୍କ ବୟାନ
- ଅସୁରକ୍ଷିତ ରାସ୍ତା ଯୋଗୁଁ ଦୁର୍ଘଟଣା; ରାସ୍ତା ନିର୍ମାଣକାରୀ ସଂସ୍ଥାକୁ ଚିଠି ଲେଖିଲା ଏସଟିଏ
- ସମ୍ବଲପୁରବାସୀଙ୍କୁ ମିଳିବ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ, ୪୫୧ କୋଟିର ମେଗା ପ୍ରକଳ୍ପ…
Comments are closed.