Latest Odisha News

ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ୍, ୨ ବାଇକ୍ ଆରୋହୀଙ୍କ ମୃତ୍ୟୁ

ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲା ଝରିଗାଁ ଥାନା ଚିକିଲି ଗାଁ ନିକଟରେ ଘଟିଛି ମର୍ମନ୍ତୁଦ ସଡକ ଦୁର୍ଘଟଣା ।

ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ୍ । ଘଟଣାସ୍ଥଳରେ ଦୁଇ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଥିବା ସୂଚନା।

ସୂଚନାଯୋଗ୍ୟ, ନବରଙ୍ଗପୁର ଜିଲ୍ଲା ଝରିଗାଁ ଥାନା ଚିକିଲି ଗାଁ ନିକଟରେ ଭାରସାମ୍ୟ ହରାଇ ଏକ ବାଇକ ଗଛରେ ପିଟି ହୋଇଛି। ଫଳରେ ଦୁଇ ବାଇକ୍ ଆରୋହୀ ଘଟଣାସ୍ଥଳରେ ହିଁ ପ୍ରାଣ ହରାଇଛନ୍ତି । ମୃତକ ବ୍ୟକ୍ତିଙ୍କ ପରିଚୟ ଏପର୍ଯ୍ୟନ୍ତ ମିଳିପାରିନାହିଁ।

Leave A Reply

Your email address will not be published.