ନୂଆଦିଲ୍ଲୀ: ଆଗାମୀ ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ଏବଂ ଟି୨୦ କ୍ରିକେଟ ସିରିଜ ପାଇଁ ଭାରତ ଦଳ ଘୋଷଣା କରାଯାଇଛି । ରୋହିତ ଶର୍ମା ଦଳର ନେତୃତ୍ୱ ନେବେ । ପୂର୍ବତନ ଅଧିନାୟକ ବିରାଟ କୋହଲି ଉଭୟ ଦିନିକିଆ ଏବଂ ଟି୨୦ରେ ଖେଳିବେ । କୂଲଦୀପ ଯାଦବ ଦୀର୍ଘଦିନ ପରେ ଦଳକୁ ଫେରିଛନ୍ତି । ଭୁବନେଶ୍ୱର କୁମାରଙ୍କୁ କେବଳ ଟି୨୦ ଟିମରେ ସୁଯୋଗ ମିଳିଛି ।
ଦିନିକିଆ ଟିମ୍: ରୋହିତ ଶର୍ମା (ଅଧିନାୟକ), କେଏଲ ରାହୁଲ, ଋତୁରାଜ ଗାଏକ୍ୱାଡ, ଶିଖର ଧାୱନ, ବିରାଟ କୋହଲି, ସୂର୍ଯ୍ୟକୁମାର ଯାଦବ, ଶ୍ରେୟାଶ ଆୟାର, ଦୀପକ ହୁଡ୍ଡା, ରିଷଭ ପନ୍ତ, ଦୀପକ ଚହର, ଶାଦ୍ଦୁର୍ଳ ଠାକୁର, ୟୁଜଭେନ୍ଦ୍ର ଚହଲ, କୂଲଦୀପ ଯାଦବ, ୱାର୍ଶିଟନ ସୁନ୍ଦର, ରବି ବିଶ୍ନୋଇ, ମହମ୍ମଦ ସିରାଜ, ପ୍ରସିଦ୍ଧ କ୍ରିଷ୍ଣା, ଆଭେଶ ଖାଁ ।
ଟି୨୦ ଟିମ୍:ରୋହିତ ଶର୍ମା (ଅଧିନାୟକ), କେଏଲ ରାହୁଲ, ଇଶାନ କିଶାନ, ବିରାଟ କୋହଲି, ସୂର୍ଯ୍ୟକୁମାର ଯାଦବ, ଶ୍ରେୟାଶ ଆୟାର, ରିଷଭ ପନ୍ତ, ଦୀପକ ଚହର, ଶାଦ୍ଦୁର୍ଳ ଠାକୁର, ୟୁଜଭେନ୍ଦ୍ର ଚହଲ, ଭେଙ୍କେଟେଶ ଆୟାର,ରବି ବିଶ୍ନୋଇ, ଅକ୍ଷର ପଟେଲ, ୱାଶିଂଟନ ସୁନ୍ଦର, ମହମ୍ମଦ ସିରାଜ, ଭୁବନେଶ୍ୱର କୁମାର, ଆଭେଶ ଖାଁ, ହର୍ଷଲ ପଟେଲ ।
BREAKING NEWS
- ସିବିଆଇ ଅଫିସରେ ଥାଲାପତି ବିଜୟ…
- ନୂଆ ଲୋକସେବା ଭବନ ନିର୍ମାଣ ପାଇଁ ପଡ଼ିବ ଭିତ୍ତିପ୍ରସ୍ତର
- ଭାରତ-ବାଂଲାଦେଶ ବିବାଦରେ ପାକିସ୍ତାନର ଏଂଟ୍ରି
- Vande Mataram: ସମସ୍ତ ଶିକ୍ଷାନୁଷ୍ଠାନରେ ସାମୂହିକ ବନ୍ଦେ ମାତରମ୍ ଗାନ କଲେ ଛାତ୍ରଛାତ୍ରୀ ଓ ଶିକ୍ଷକ ଶିକ୍ଷୟିତ୍ରୀ
- ନ୍ୟୁଜିଲାଣ୍ଡ ବିପକ୍ଷ ସିରିଜର ବାକିତକ ମ୍ୟାଚରୁ ଓହରିଲେ ୱାଶିଂଟନ ସୁନ୍ଦର
- ସଫଳ ହେବ କି PSLV ମିଶନ ? ଉଦ୍ଦିଷ୍ଟ ପଥରୁ ବିଚ୍ୟୁତ ହେଲା ରକେଟ୍
- ଇରାନ ଉତ୍ତେଜନା: ୫୩୮ଜଣଙ୍କ ମୃତ୍ୟୁ, ୧୦ ହଜାରରୁ ଊର୍ଦ୍ଧ୍ୱ ଗିରଫ
- Golden Globe Awards 2026: ଓୱେନ୍ କୁପର୍ଙ୍କୁ ଗୋଲ୍ଡେନ୍ ଗ୍ଲୋବ୍ ପୁରସ୍କାର
- ସୋଲାନରେ ଅଗ୍ନିକାଣ୍ଡ: ଶିଶୁ ମୃତ, ୯ ଆହତ
- ‘ମୁଁ ହେଇଥିଲେ, ଇରାନୀ ନେତାଙ୍କୁ ହତ୍ୟା କରିଥାନ୍ତି,’ ଟ୍ରମ୍ପଙ୍କ ଘନିଷ୍ଠ ସହଯୋଗୀ ଖାମେନେଇଙ୍କୁ ଦେଲେ ଆଶ୍ଚର୍ଯ୍ୟଜନକ ଧମକ…
Comments are closed.