ରାଉରକେଲା: ଜଣେ ଡେଲିଭରି ବୟ ନାଁରେ ୧୦ ଲକ୍ଷ ଟଙ୍କାର ଜିଏସ୍ଟି ଠକେଇ ହୋଇଛି । ଏଭଳି ଅଭିଯୋଗ ଆସିଛି ଇସ୍ପାତ ନଗରୀ ରାଉରକେଲାରୁ । କମ୍ପାନୀ ଖୋଲି ୭୦ ଲକ୍ଷ ଟଙ୍କାର ଟ୍ରାଞ୍ଜାକ୍ସନ କରି ଜିଏସ୍ଟି ଠକେଇ କରିଥିବା ଅଭିଯୋଗ ହୋଇଛି । ଏନେଇ ରାଉରକେଲା ଜିଏସ୍ଟି ଅଧିକାରୀ ସୂଚନା ଦେଇଛନ୍ତି ।
BREAKING NEWS
- ମମତାଙ୍କୁ ଆଳୁ ଅଡୁଆ: ଆଜିଠୁ ପଶ୍ଚିମବଙ୍ଗରେ ଆଳୁ ଯୋଗାଣ ବନ୍ଦ
- ଅଳଙ୍କାର ଦୋକାନକୁ ମାଡ଼ିଗଲା ଟ୍ରକ, ଜଣେ ସିକ୍ୟୁରିଟି ଗାର୍ଡ ମୃତ
- ଭିଜିଲାନ୍ସ ଜାଲରେ ବ୍ଲକ୍ ସହକାରୀ ନିର୍ବାହୀ ଯନ୍ତ୍ରୀ, ଏକକାଳୀନ ୬ ସ୍ଥାନରେ ଚଢାଉ
- ବସ୍-କାର୍ ମୁହାଁମୁହିଁ ଧକ୍କା, ୫ ଡାକ୍ତର ମୃତ
- ଆଷାଢ଼ ଶୁକ୍ଳ ଦ୍ଵିତୀୟା ଠାରୁ ଦଶମୀ ମଧ୍ୟରେ ରଥଯାତ୍ରା କରିବ ଇସ୍କନ
- କଲେଜ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା, ସପ୍ତମ ଅଭିଯୁକ୍ତ ଗିରଫ
- ସରକାରଙ୍କ ବଡ ନିଷ୍ପତି, ମିନେରାଲ ୱାଟର ବଦଳରେ ପିଉଛନ୍ତି ଜହର
- ରତ୍ନଭଣ୍ଡାରର ତୁରନ୍ତ ମରାମତି ନେଇ ଏଏସଆଇକୁ ଚିଠି
- ଜାତୀୟ ଇଣ୍ଟରଭେନସନାଲ୍ ରେଡିଓଲୋଜି ସମ୍ମିଳନୀ: ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ନୂତନ ଅଧ୍ୟାୟ ସୃଷ୍ଟି କରିଛି ସମ୍ ହସ୍ପିଟାଲ
- ସୋଆ ‘ପ୍ରାଚୀନ’ ପକ୍ଷରୁ ପ୍ରକାଶିତ ହେଲା ‘ଯୁଗଭଞ୍ଜଙ୍କ ଦଶପୋଈ’ ଓ ‘ପ୍ରାଚୀନ ଓଡିଆ ଅଭିଲେଖ’
Comments are closed.