ମାଲକାନଗିରି : ଲ୍ୟାଣ୍ଡମାଇନ ବିସ୍ପୋରଣରେ ଯବାନ ଗୁରୁତର । ମାଲକାନଗିରି ତେଲେଙ୍ଗାନା ସୀମାନ୍ତରେ ଲ୍ୟାଣ୍ଡମାଇନ ବିସ୍ପୋରଣ ହେବା ଯୋଗୁଁ ଜଣେ ଗ୍ରେହାଣ୍ଡ RSI ଯବାନ ଗୁରୁତର ହୋଇଛନ୍ତି ।ମାଲକାନଗିରି ଜିଲ୍ଲା ସୀମାନ୍ତ ତେଲେଙ୍ଗାନା ବଡାରି କାତା ଗୁଡ଼େମ ଜିଲ୍ଲାର ଚାର୍ଲା ଥାନା ଅନ୍ତର୍ଗତ ବାଟେନପାଲ୍ଲୀ ଓ ଏରାମପୁଡୁ ଗ୍ରାମ ରାସ୍ତାରେ ଯବାନ ମାନେ କୁମ୍ବିଙ୍ଗ ଅପରେସନ କରୁଥିବା ସମୟରେ ଏହି ବିସ୍ଫୋରଣ ହୋଇଛି ।
BREAKING NEWS
- ହାର୍ଦ୍ଦିକଙ୍କ ବ୍ୟାଟ ଚୋରୀ କରି ନେଇଗଲେ ରିଙ୍କୁ
- AI in healthcare: ଅଙ୍ଗ ପ୍ରତିରୋପଣ କ୍ଷେତ୍ରରେ ଭାରତ ବିଶ୍ୱର ତୃତୀୟ ଶ୍ରେଷ୍ଠ ଦେଶ
- ଭାମଶୀଙ୍କ ଫିଲ୍ମରେ ଅଭିନୟ କରିବେ ସଲମାନ
- Nishikant Dubey: ଦେଶବାସୀଙ୍କ ପାଖରେ ଦୁବେ ନିସର୍ତ୍ତ କ୍ଷମା ପ୍ରାର୍ଥନା କରନ୍ତୁ: ବିଜେଡି
- ଡିଆରଏସ ନିୟମରେ ବଡ ପରିବର୍ତନ କଲା ବିସିସିଆଇ
- ମହାନଦୀରେ ଛଡ଼ାଗଲା ୧୨ଟି ଘଡ଼ିଆଳ, ୩୫ରେ ପହଞ୍ଚିଲା କୁମ୍ଭୀରଙ୍କ ସଂଖ୍ୟା
- Lashkar-e-Taiba terrorist:ଦିଲ୍ଲୀ ସୀମାରୁ ଗିରଫ ହେଲା ଲସ୍କର ଆତଙ୍କବାଦୀ;ସ୍ଲିପର ସେଲ୍ ଭାବରେ କରୁଥିଲା କାମ
- ଭୋଟର ତାଲିକାରୁ ବାଦ୍ ପଡ଼ିଲେ ୭ ଲକ୍ଷରୁ ଅଧିକ ମତଦାତା
- ରାଗିଗଲେ ରାହାନେ: ମୁଁ ନିଜ ଦକ୍ଷତାକୁ ପ୍ରମାଣିତ କରିବା ପାଇଁ ଆଇପିଏଲ ଖେଳୁନି
- ଓଡ଼ିଆ ପକ୍ଷ-୨୦୨୬: ଏପ୍ରିଲ ୧ରୁ ୧୪ ଦିନ ଧରି ପାଳନ ହେବ
Comments are closed.