Latest Odisha News

BREAKING NEWS

ଅଭିନେତ୍ରୀ ରୁବିନା ଡିଲାଇକ୍ କରୋନା ପଜିଟିଭ

ମୁମ୍ବାଇ: ଟେଲିଭିଜନର ଲୋକପ୍ରିୟ ଅଭିନେତ୍ରୀ ଏବଂ ବିଗ୍ ବସ୍ ୧୪ ବିଜେତା ରୁବିନା ଡିଲାଇକ୍ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ଏ ନେଇ ସେ ସୋସିଆଲ ମିଡିଆରେ ପ୍ରଶଂସକଙ୍କୁ ସୂଚନା ଦେଇଛନ୍ତି। ସେ ନିଜକୁ କ୍ବାରେଣ୍ଟାଇନରେ ରଖିଛନ୍ତି ସେ ଏବେ ୧୭ ଦିନ ପାଇଁ ସଙ୍ଗରୋଧରେ ରହିବେ ବୋଲି କହିଛନ୍ତି ରୁବିନା। ଏହାସହିତ ତାଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତଙ୍କୁ ‌କୋଭିଡ୍‌ ପରୀକ୍ଷା କରିବାକୁ ଅନୁରୋଧ କରିଛନ୍ତି।

 

Comments are closed.