ନୂଆଦିଲ୍ଲୀ : ୬୦ ବର୍ଷରୁ ଅଧିକ ବୟସ୍କଙ୍କୁ ଏଣିକି ଦିଆଯାଇପାରିବ ସିଙ୍ଗଲ ଡୋଜ ଭାକ୍ସିନ ସ୍ପୁଟନିକ୍ ଲାଇଟ୍ ଟିକା । ଏହାକୁ ମଞ୍ଜୁର ଦେଇଛି ଋଷ । କୋଭିଡରୁ ଆରୋଗ୍ୟ କରିବା କ୍ଷମତା ୯୩.୫ ପ୍ରତିଶତ ଥିବାରୁ ଏହି ଟିକା ଜରିଆରେ କରୋନାକୁ ଦୂର କରାଯାଇପାରିବ ବୋଲି କୁହାଯାଇଛି । ଋଷ ସ୍ବାସ୍ଥ୍ୟମନ୍ତ୍ରୀ ମିଖାଇଲ ମୁରାସକୋ କହିଛନ୍ତି- ସ୍ପୁଟନିକ ଲାଇଟର ଆରୋଗ୍ୟ କ୍ଷମତା ୯୩.୫ ପ୍ରତିଶତ ଥିବାରୁ ଏହାକୁ ୬୦ରୁ ଅଧିକ ବୟସ୍କଙ୍କୁ ଦିଆଯିବାକୁ ମଞ୍ଜୁରୀ ପ୍ରଦାନ କରାଯାଇଛି । କେବଳ ପାରାଗୁଏରେ ୩ ଲକ୍ଷ ୨୦ ହଜାରରୁ ଅଧିକ ଲୋକଙ୍କୁ ଏହି ଟିକା ଦିଆଯାଇଛି । ଏହି ଟିକା ନେବା ପରେ ସେମାନେ ଆରୋଗ୍ୟ ହୋଇଥିବା କୁହାଯାଇଛି । ସେପଟେ କମ୍ପାନୀ ପକ୍ଷରୁ କୁହାଯାଇଛି ଯେ, ସ୍ପୁଟନିକ୍ ଲାଇଟ୍ ଓ ଆଷ୍ଟ୍ରାଜେନେକାର କକଟେଲ ଟିକା କୋଭିଡରୁ ଅଧିକ ସୁରକ୍ଷା ଦେଉଥିବା ଦେଖାଯାଇଛି ।
BREAKING NEWS
- New Amrit Bharat Train In Odisha: ଓଡିଶା ପାଇଁ ରେଳ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଧନ୍ୟବାଦ୍ ଜଣାଇଲେ ମୁଖ୍ୟମନ୍ତ୍ରୀ
- Naveen Patnaik on Middle East Situations: ‘ଓଡ଼ିଆଙ୍କୁ ଫେରେଇ ଆଣନ୍ତୁ…’, ମଧ୍ୟପ୍ରାଚ୍ୟ ଅବସ୍ଥା ନେଇ ଚିନ୍ତା ପ୍ରକଟ କଲେ ନବୀନ, ସରକାରଙ୍କୁ କଲେ ଅନୁରୋଧ
- +୨ ପିଲାଙ୍କ ଇମ୍ପ୍ରୁଭମେଣ୍ଟ ପାଇଁ ନୂଆ ପଦକ୍ଷେପ, ଗୋଟିଏ ବିଷୟରେ ଉନ୍ନତି ପାଇଁ ପରୀକ୍ଷା ସୁଯୋଗ
- ଇରାନ ଆକ୍ରମଣକୁ ପ୍ରଶଂସା: ୫ ପାକିସ୍ତାନୀ, ଜଣେ ବାଂଲାଦେଶୀ ଗିରଫ
- Prize Money For Team India: ବିଶ୍ଵ ଚାମ୍ପିଅନ ଟିମ୍ ଇଣ୍ଡିଆ ପାଇଁ ବିସିସିଆଇର ବଡ଼ ଘୋଷଣା, କୋଟି କୋଟି ଟଙ୍କା ବର୍ଷା…
- Opposition Next Target Poll Panel: ଓମ୍ ବିର୍ଲାଙ୍କ ପରେ ଏବେ ବିରୋଧୀଙ୍କ ଟାର୍ଗେଟରେ ମୁଖ୍ୟ ନିର୍ବାଚନ କମିଶନ, ଜ୍ଞାନେଶ କୁମାରଙ୍କୁ ହଟାଇବା ପାଇଁ ଦେବେ ନୋଟିସ!
- Trump Warns Iran Again: ଇରାନକୁ ଟ୍ରମ୍ପଙ୍କ ଖୋଲା ଧମକ, ୨୦ ଗୁଣା ଅଧିକ ହେବ ଆକ୍ରମଣ…
- Trump called Putin: ଯୁଦ୍ଧ ଭିତରେ ପୁଟିନଙ୍କୁ ଫୋନ୍ ଲଗାଇଲେ ଟ୍ରମ୍ପ
- ଅଷ୍ଟମ ଶ୍ରେଣୀ ସାମାଜିକ ବିଜ୍ଞାନ ବହିକୁ ନେଇ କ୍ଷମା ମାଗିଲା NCERT
- ଶୀଘ୍ର ଶେଷ ହେବ ଇରାନ ଯୁଦ୍ଧ
Comments are closed.