ଚେନ୍ନାଇ: ଚଳିତ ଆଇପିଏଲରେ ମଙ୍ଗଳବାର ଚେନ୍ନାଇ ସୁପର କିଙ୍ଗସ ଅଧିନାୟକ ରିତୁରାଜ ଗାଏକ୍ୱାଡ ଆକର୍ଷଣୀୟ ଶତକ ହାସଲ କରିବା ସହ ମହେନ୍ଦ୍ର ସିଂ ଧୋନୀଙ୍କ ରେକର୍ଡ ଭାଙ୍ଗିଛନ୍ତି । ଲକ୍ଷ୍ନୌ ସୁପର ଜ୍ୟାଂଟସ ମୁକାବିଲାରେ ସେ ଏହି କୀର୍ତିମାନ ସ୍ଥାପନ କରିଛନ୍ତି । ଆଇପିଏଲରେ ଓଭରାଲ ୮ମ ଏବଂ ଚେନ୍ନାଇ ପକ୍ଷରୁ ପ୍ରଥମ ଅଧିନାୟକ ଭାବେ ରିତୁରାଜ ଶତକ ହାସଲ କରିଛନ୍ତି । ତାଙ୍କ ପୂର୍ବରୁ ମହେନ୍ଦ୍ର ସିଂ ଧୋନୀ ସର୍ବାଧିକ ୮୪ ରନ କରିଥିଲେ ।
ଆଇପିଏଲରେ ଶତକ ହାସଲ କରିଥିବା ଅଧିନାୟକ: କେଏଲ ରାହୁଲ ପଞ୍ଜାବ କିଙ୍ଗସ ପକ୍ଷରୁ ଗୋଟିଏ ଏବଂ ଲକ୍ଷ୍ନୌ ତରଫରୁ ୨ଟି ଶତକ ହାସଲ କରିଛନ୍ତି । ସନରାଇଜର୍ସ ହାଇଦ୍ରାବାଦ ପକ୍ଷରୁ ଡେଭିଡ ୱାର୍ଣ୍ଣର, ଦିଲ୍ଲୀ ଡେୟାରଡେଭିଲ୍ସର ବୀରେନ୍ଦ୍ର ସେହ୍ୱାଗ, ରାଜସ୍ଥାନ ରୟାଲ୍ସର ସଞ୍ଜୁ ସାମସନ, ଆରସିବି ତରଫରୁ ବିରାଟ କୋହଲି ୫ଟି ଶତକ, କିଙ୍ଗସ ଏକାଦଶ ପଞ୍ଜାବର ଆଡାମ ଗିଲକ୍ରିଷ୍ଟ ଓ ମୁମ୍ବାଇ ଇଣ୍ଡିଆନ୍ସର ସଚିନ ତେନ୍ଦୁଲକର ଏହି ସଫଳତା ହାସଲ କରିଛନ୍ତି । ରିତୁରାଜଙ୍କ ଚମତ୍କାର ବ୍ୟାଟିଂ ବଦଳରେ ଲକ୍ଷ୍ନୌ ୨୧୧ ରନର ଲକ୍ଷ୍ୟ ଚେନ୍ନାଇ ସମ୍ମୁଖରେ ରଖିଛି ।
BREAKING NEWS
- ପଣ୍ଡିତ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ପ୍ରକଳ୍ପ ଅଟକଳ ବଢାଇବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ
- Aahar scheme:‘ଆହାର’ ଯୋଜନାକୁ ବାଧାହୀନ ଭାବେ ଚାଲୁ ରଖିବା ପାଇଁ ନିଆଗଲା ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ
- Supply of essential goods: ଏନ୍ଫୋର୍ସମେଣ୍ଟ ସ୍କ୍ବାଡ୍ ୨୪ ଘଣ୍ଟିଆ ସଜାଗ ରହନ୍ତୁ,ଜିଲ୍ଲାପାଳମାନେ ମାର୍କେଟ ସ୍ଥିତି ଅନୁଧ୍ୟାନ କରନ୍ତୁ: ମୁଖ୍ୟମନ୍ତ୍ରୀ
- ଯଶସ୍ୱୀ, ବୈଭବଙ୍କ ବିସ୍ଫୋରକ ବ୍ୟାଟିଂ: ରାଜସ୍ଥାନ ନିକଟରୁ ଶୋଚନୀୟ ଭାବେ ହାରିଲା ଚେନ୍ନାଇ
- BJP: ପଦ୍ମ ଧରିଲେ କେନ୍ଦୁଝରଗଡ଼ ପୌର ଉପାଧ୍ୟକ୍ଷଙ୍କ ସହ ୮ କାଉନସିଲର
- Bbsr-Singapore Flights Cancelled:ଯୁଦ୍ଧର ପ୍ରଭାବ…ଭୁବନେଶ୍ବରରୁ ସିଙ୍ଗାପୁରକୁ ଅନ୍ତର୍ଜାତୀୟ ବିମାନସେବା ବନ୍ଦ
- ଅଏଲ୍ ଇଣ୍ଡିଆ ଏବଂ ସିଏସଆଇଆର-ଆଇଏମଏମଟି ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ
- ହାର୍ଦ୍ଦିକଙ୍କ ବ୍ୟାଟ ଚୋରୀ କରି ନେଇଗଲେ ରିଙ୍କୁ
- AI in healthcare: ଅଙ୍ଗ ପ୍ରତିରୋପଣ କ୍ଷେତ୍ରରେ ଭାରତ ବିଶ୍ୱର ତୃତୀୟ ଶ୍ରେଷ୍ଠ ଦେଶ
- କମାଣ୍ଡର ଚେଲ୍ଲୁରି ନାରାୟଣ ରାଓଙ୍କ ସମେତ ୮ ନକ୍ସଲଙ୍କ ଆତ୍ମସମର୍ପଣ ,ମୁଣ୍ଡରେ ଥିଲା ୨୫ଲକ୍ଷ
Comments are closed.