Latest Odisha News

ଅକ୍ଟୋବର ୧୬ରୁ ଖୋଲିବ ସାବରିମାଲା ମନ୍ଦିର

ନୂଆଦିଲ୍ଲୀ: କରୋନା ମହାମାରୀ ମଧ୍ୟରେ କେରଳର ସାବରିମାଲା ମନ୍ଦିର ଆସନ୍ତା ଅକ୍ଟୋବର ୧୬ରୁ ପାଞ୍ଚ ଦିନ ଭକ୍ତଙ୍କ ପାଇଁ ଖୋଲିବାକୁ ଯାଉଛି।

ଟ୍ରାଭାନକୋର ଦେବସୋମ ବୋର୍ଡ (ଟିବିଡି) ଦ୍ୱାରା ଜାରି କରାଯାଇଥିବା ଗାଇଡଲାଇନ ଅନୁଯାୟୀ କେବଳ ୨୫୦ ଲୋକଙ୍କୁ ଦୈନନ୍ଦିନ ମନ୍ଦିର ଭିତରକୁ ଯିବାକୁ ଅନୁମତି ଦିଆଯିବ।

ସୂଚନାନୁଯାୟୀ, ଯାତ୍ରା ପାଇଁ ଅନଲାଇନ୍ ବୁକିଂ ପାଇଁ ଏକ ଭର୍ଚୁଆଲ୍ ପୋର୍ଟାଲ୍ ସର୍ବସାଧାରଣଙ୍କ ପାଇଁ ଖୋଲାଯାଇଛି।

Comments are closed.