ଭୁବନେଶ୍ୱର:ରାତି ପାହିଲେ ଓଲିଉଡ୍ର ଚୁଲ୍ବୁଲି ଅଭିନେତ୍ରୀ ଅର୍ଚ୍ଚିତା ସାହୁଙ୍କ ବାହାଘର। ଆସନ୍ତାକାଲି ଅଭିନେତ୍ରୀ ଅର୍ଚ୍ଚିତାଙ୍କୁ ବାହା ହେବେ ଅଭିନେତା ସବ୍ୟସାଚୀ । ରାଜସ୍ଥାନର ଏକ ବିଳାସପୂର୍ଣ୍ଣ ସ୍ଥାନରେ ବାହାଘର ହେବ। ଏନେଇ ସୋସିଆଲ ମିଡିଆରେ ସବ୍ୟସାଚୀ ସୂଚନା ଦେଇଛନ୍ତି। ସବ୍ୟ ଓ ଅର୍ଚ୍ଚିତାଙ୍କ ନିର୍ବନ୍ଧ ପୂର୍ବରୁ ସରିଛି ।
BREAKING NEWS
- ବଡ଼ମ୍ବାର ପ୍ରସିଦ୍ଧ ଭଟ୍ଟାରିକା ମନ୍ଦିରର ଗର୍ଭଗୃହରେ ପଶିଲା ବନ୍ୟାଜଳ: ରୋଷେଇ ଘରକୁ ସ୍ଥାନାନ୍ତର ହେଲା ଦେବୀଙ୍କ ମୂର୍ତ୍ତି
- ଦିଲ୍ଲୀରେ ବଢୁଛି ଦୁଷ୍କର୍ମ ମାମଲା, ସୁପ୍ରିମକୋର୍ଟଙ୍କ ଉଦ୍ବେଗ
- ଭୁବନେଶ୍ୱରରୁ ନିଖୋଜ ୩ ନାବାଳକଙ୍କ ପତ୍ତା ମିଳିଲା
- Balijatra 2026:ଉପର ବାଲିଯାତ୍ରା ପଡିଆରେ ଖୋଲିବ ୫୯୧ ଷ୍ଟଲ୍; ରହିବ ଦହିବରା ହାଟ
- UPI ପ୍ରସଙ୍ଗ, MDRରେ ଲାଗିବନି ରୋକ୍, କେନ୍ଦ୍ର ଦିଅ ସତ୍ୟପାଠ: ସୁପ୍ରିମକୋର୍ଟ
- ରାଜ୍ୟରେ ନିଖୋଜ ହୋଇଛନ୍ତି ୧୯ ହଜାର ମହିଳା ଓ ଶିଶୁ
- ଟ୍ରମ୍ପଙ୍କ ପ୍ରଚାରରେ ଖର୍ଚ୍ଚ ହେଉଛି କି ସରକାରୀ ପାଣ୍ଠି!
- ଗାନ୍ଧୀ ମାର୍ଗରେ ବିଜେଡିର ଗର୍ଜନ, MMDR ବିଲ୍ ପ୍ରତ୍ୟାହାର ଦାବିରେ ବିକ୍ଷୋଭ
- ଘରେ ଲଗାଇଛନ୍ତି କି ଏହି ୫ଟି ଗଛ? ହୋଇଯିବେ ଗରିବ, ସାବଧାନ ରୁହନ୍ତୁ
- ଭୁଶୁଡ଼ିଲା ୩ ମହଲା କୋଠା; ୬ ମୃତ

Comments are closed.