ଭୁବନେଶ୍ୱର:କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ସାଫ ୨୦ ବର୍ଷରୁ କମ ଚାମ୍ପିୟନଶିପରେ ଭାରତୀୟ ଫୁଟବଲ ଦଳ ପ୍ରଥମ ବିଜୟ ହାସଲ କରିଛି । ଶୁକ୍ରବାର ଅନୁଷ୍ଠିତ ମ୍ୟାଚରେ ଭାରତ ୪-୦ ଗୋଲରେ ଶ୍ରୀଲଙ୍କାକୁ ପରାସ୍ତ କରିଥିଲା । ଏହି ମ୍ୟାଚରେ ଭାରତ ସମ୍ପୂର୍ଣ୍ଣ ଭାବେ ଶୃଙ୍ଖଳିତ ପ୍ରଦର୍ଶନ କରିଥିଲା । ବିପକ୍ଷ ଦଳକୁ ମ୍ୟାଚକୁ ପ୍ରତ୍ୟାବର୍ତନ କରାଇବାରେ କୌଣସି ସୁଯୋଗ ଦେଇ ନ ଥିଲେ । ବିଜୟୀ ଦଳ ପକ୍ଷରୁ ପାର୍ଥୀବ ଗୋଗେଇ(୬୯ତମ, ୯୩ତମ) ସର୍ବାଧିକ ୨ଟି ଗୋଲ ସ୍କୋର କରିଥିବା ବେଳେ ହିମାଂଶୁ ଜାଙ୍ଗ୍ରା (୫୦ତମ) ଓ ଗୁରକୀରଟ ସିଂ (୭୦ତମ)ଗୋଟିଏ ଲେଖାଁଏ ଗୋଲ ଦେଇଥିଲେ । ଭାରତ ଏହା ପରେ ନେପାଳ ଓ ମାଲଡିଭ୍ସ ଭେଟିବ । ବାଂଲାଦେଶ ବିପକ୍ଷ ପ୍ରଥମ ମୁକାବିଲାରେ ଟିମଇଣ୍ଡିଆ ୧-୨ ଗୋଲରେ ପରାସ୍ତ ହୋଇଥିଲା । ବାକି ଥିବା ୨ଟି ମ୍ୟାଚରେ ବିଜୟୀ ହୋଇ ଭାରତ ପଂଏଟ ଟେବୁଲରେ ଶୀର୍ଷ ସ୍ଥାନ ହାସଲ କରିବାକୁ ଚାହିଁବ ।
BREAKING NEWS
- Lok Adalat: ମାର୍ଚ୍ଚ ୧୪ରେ ଟିପିଏସ୍ଓଡିଏଲ୍ ଉପଭୋକ୍ତାଙ୍କ ନିମନ୍ତେ ଲୋକ ଅଦାଲତ
- ଅଲଗା ହେଲେ ଅଭିନେତ୍ରୀ ହଂସିକା ମୋଟୱାନୀ-ସୋହେଲ
- Naxal Free India:ଅସ୍ତ୍ରଶସ୍ତ୍ର ସହ ୧୦୮ ମାଓବାଦୀଙ୍କ ଆତ୍ମସମର୍ପଣ…ଏପଟେ ମାଓ ଡମ୍ପରୁ ୩କୋଟି ଟଙ୍କା ଓ ସୁନା ଉଦ୍ଧାର
- ଦିନିକିଆ କ୍ରିକେଟ: ୯୧ ବଲରେ ପାକିସ୍ତାନକୁ ହରାଇଲା ବାଂଲାଦେଶ
- Iranian Drones Hit Near Dubai Airport: ଦୁବାଇ ଅନ୍ତର୍ଜାତୀୟ ବିମାନବନ୍ଦରରେ ଡ୍ରୋନ୍ ଆକ୍ରମଣ;ଜଣେ ଭାରତୀୟଙ୍କ ସମେତ ୪ ଆହତ
- ଆଇପିଏଲ ୨୦୨୬: ପ୍ରଥମ ପର୍ଯ୍ୟାୟର କାର୍ଯ୍ୟସୂଚୀ ଘୋଷଣା କଲା ବିିସିସିଆଇ
- Trump thanks India: ଆମେରିକାରେ ରିଲାଏନ୍ସର ‘ମାଷ୍ଟରଷ୍ଟ୍ରୋକ୍’
- Jasprit Bumrah: ମିଶନ ୨୦୨୭ – ବୁମରାଙ୍କ ବଡ଼ ନିଷ୍ପତ୍ତି !
- ଟି୨୦ ବିଶ୍ୱକପ ପରେ ଟ୍ରେନରେ ଲୁଚି କରି ଘରକୁ ଗଲେ ଏହି ଷ୍ଟାର ଖେଳାଳି
- LPG Fuel Made: କେଉଁ ଦେଶ ସବୁଠାରୁ ଅଧିକ ଉତ୍ପାଦନ କରେ LPG? କେମିତି ତିଆରି ହୁଏ ରନ୍ଧନ ଗ୍ୟାସ୍?
Comments are closed.