Latest Odisha News

BREAKING NEWS

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ସେଲ୍‌ର ଅଧ୍ୟକ୍ଷ

ଭୁବନେଶ୍ୱର: ଷ୍ଟିଲ ଅଥରିଟି ଅଫ୍ ଇଣ୍ଡିଆ ଲିମିଟେଡର ଅଧ୍ୟକ୍ଷ ସୋମା ମଣ୍ଡଳ ଆଜି ସନ୍ଧ୍ୟାରେ ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି ।

ଦୁହିଁଙ୍କ ମଧ୍ୟରେ ଆଲୋଚନା ବେଳେ ମୁଖ୍ୟମନ୍ତ୍ରୀ ସୁନ୍ଦରଗଡ ଜିଲ୍ଲାରେ ସେଲ୍ ଅଧିକରୁ ଅଧିକ ସିଏସଆର କାର୍ଯ୍ୟକ୍ରମ କରିବା ଉପରେ ଗୁରୁତ୍ୱ ଦେଇଥିଲେ । ଏଥି ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସମସ୍ତ ସହାୟତା ଯୋଗାଇ ଦିଆଯିବ ବୋଲି ସେ ପ୍ରତିଶ୍ରୁତି ଦେଇଥିଲେ ।

Leave A Reply

Your email address will not be published.