କେନ୍ଦୁଝର: ୯ ମାସ ପରେ ସ୍କୁଲ ଖୋଲିଲା । ବିଦ୍ୟାଳୟ ପରିସରକୁ ସଫାସୁତୁରା କରିବା ସହ କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ଜାରି ହୋଇଥିଲା ଏସଓପି । କିନ୍ତୁ ବିଦ୍ୟାଳୟ ଖୋଲିବାର ପ୍ରଥମ ଦିନରୁ କାର୍ୟ୍ୟରେ ଅବହେଳା ମହଙ୍ଗା ପଡ଼ିଲା । କେନ୍ଦୁଝର ଜିଲ୍ଲାର ୫ଟି ହାଇସ୍କୁଲ ଉପରେ କାର୍ୟ୍ୟାନୁଷ୍ଠାନ ହୋଇଛି । ସେସବୁ ହାଇସ୍କୁଲର ସମସ୍ତ କର୍ମଚାରୀଙ୍କ ଜାନୁଆରୀ ମାସର ଦରମା ବନ୍ଦ କରିଛନ୍ତି ଜିଲା ଶିକ୍ଷାଧିକାରୀ ସଂଗ୍ରାମ ସାହୁ ।କେଉଁ କାରଣରୁ କାର୍ଯ୍ୟାନୁଷ୍ଠାନ ?
ଠିକ୍ ଭାବେ ବିଦ୍ୟାଳୟ ପରିସରକୁ ସଫା ନ କରିବା, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଏସଓପିକୁ ଠିକ୍ ଭାବେ ଲାଗୁ ନ କରିବା ଏବଂ ଶ୍ରେଣୀ ପରିଚାଳନା ପାଇଁ ଉପଯୁକ୍ତ ଯୋଜନା ନ କରିବା କାରଣରୁ କାର୍ଯ୍ୟାନୁଷ୍ଠାନ ହୋଇଛି ।
କେଉଁ ହାଇସ୍କୁଲ ଉପରେ କାର୍ଯ୍ୟାନୁଷ୍ଠାନ ?
୧- ଏସ୍ଏମ୍ଆର୍ ହାଇସ୍କୁଲ, ଝାରବେଲଡା
୨- ସରକାରୀ ହାଇସ୍କୁଲ, ଖିରେଇଟାଙ୍ଗିରି
୩- ବିଶୋଇପାଟ ସରକାରୀ ହାଇସ୍କୁଲ, ଯାମୁନପୋଷି
୪- ପିଏମବି ହାଇସ୍କୁଲ, ବୋଲାଣିପୋଷି
୫- ଝାଳମଣି ହାଇସ୍କୁଲ, ଦେନୁଆଣ
BREAKING NEWS
- ରାଜଧାନୀରେ ଦୁର୍ଗାପୂଜା ଭସାଣୀରେ ବାଜିବନି DJ
- ପୂର୍ବତନ କ୍ରିକେଟର ତଥା ସାଂସଦ ୟୁସୁଫ ପଠାଣଙ୍କୁ ଗୁଜୁରାଟ ସରକାରଙ୍କ ବଡ ଉପହାର
- ବିସ୍କୁଟରେ ମିଶୁଛି ଚୋକଡ, କ୍ଷୀରରେ ଡ଼ିଟରଜେଣ୍ଟ; ଏଫଏସଏସଏଆଇ ବଡ଼ କାର୍ଯ୍ୟାନୁଷ୍ଠାନ…
- ଭୁବନେଶ୍ୱର ବିମାନବନ୍ଦରରୁ ୩ କୋଟିର ଗଞ୍ଜେଇ ଜବତ, ୩ ଅଟକ…
- ଟାଇଗର ଶ୍ରଫ୍ଙ୍କୁ ଫାୟାରିଂ ପଛର ସତ୍ୟ ବାହାର କଲା ପୋଲିସ: ଚାକିରି ଓ ଟଙ୍କା ଲୋଭରେ କରାଯାଇଥିଲା ଆକ୍ରମଣ
- ଦେଶବାସୀଙ୍କୁ ମୋହନ ଭାଗବତଙ୍କ ସମ୍ୱୋଧନ: କହିଲେ, ଏକତା ଓ ପ୍ରଗତି ରାସ୍ତାରେ ଆମେ ଆଗକୁ ବଢ଼ିବା ଦରକାର
- ରେଲୱେ ଟ୍ରାକ ନିକଟରେ କୁମ୍ଭୀର, ଚିନ୍ତାରେ ଲୋକେ
- ଦଶହରା ଶୁଭେଚ୍ଛା: ରାଜ୍ୟବାସୀଙ୍କ ସୁଖ ଓ ସମୃଦ୍ଧି କାମନା କଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ
- ମା’କୁ ମାରି ରୋଷେଇ ଘରେ ପ୍ଲାଷ୍ଟର କରିବା ଘଟଣା: ପୁଅକୁ ଝାଡ଼ଖଣ୍ଡରୁ ଗିରଫ କଲା ପୋଲିସ
- ମ୍ୟାଟ୍ରିମୋନିଆଲ୍ ସାଇଟ୍ରେ ପ୍ରେମ ଜାଲ: ବିବାହ ଆଶା ଦେଖାଇ କୋଟିଏ ଟଙ୍କା ଚୂନ

Comments are closed.