ଭୁବନେଶ୍ୱର: କରୋନା ମୁକାବିଲା ପାଇଁ ଅଣ୍ଟା ଭିଡିଛନ୍ତି ରାଜ୍ୟ ସରକାର । ଏଥିପାଇଁ ସତର୍କତା ମୂଳକ ସମସ୍ତ ଜନଗହଳି ପୂର୍ଣ୍ଣ ସ୍ଥାନ ଉପରେ କଟକଣା ଲଗାଯାଇଛି । ଏହାରି ଭିତରେ ଆଜି ସ୍ପା ସେଂଟର, ସେଲୁନ ଓ ବିୟୁଟିପାର୍ଲରକୁ ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ପରବର୍ତ୍ତୀ ନିର୍ଦ୍ଦେଶ ନଆସିବା ପର୍ଯ୍ୟନ୍ତ ଏଗୁଡିକୁ ବନ୍ଦ ରଖିବାକୁ କୁହାଯାଇଛି ।
ଏହି ସବୁ ସ୍ଥାନରେ ସେବା ଯୋଗାଇବା ସମୟରେ ଗ୍ରାହକ ଓ ସେବା ଯୋଗାଉଥିବା ବ୍ୟକ୍ତିଙ୍କ ମଧ୍ୟରେ ଗୋଟିଏ ମିଟର ଦୂରତା ରଖିବା ସମ୍ଭବ ନୁହେଁ । ତେଣୁ ଏଗୁଡିକୁ ବନ୍ଦ୍ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ତେବେ ପରବର୍ତ୍ତୀ ନିର୍ଦ୍ଦେଶ ନଆସିବା ପର୍ୟ୍ୟନ୍ତ ସେଲୁନ, ବିଉଟିପାର୍ଲର ଓ ସ୍ପା ସେଂଟର ବନ୍ଦ ରହିବ ।
BREAKING NEWS
- No Transit Fee On India In Hormuz Strait: ହରମୁଜ୍ ପ୍ରଣାଳୀରେ ନାହିଁ ଭାରତୀୟ ଜାହାଜ ଉପରେ କୌଣସି ଅତିରିକ୍ତ ଟିକସ…
- Fire Safety Mandatory for All Government Building: ଏଣିକି ସମସ୍ତ ସରକାରୀ କୋଠା ପ୍ରକଳ୍ପରେ ଅଗ୍ନି ନିରାପତ୍ତା ରହିବା ବାଧ୍ୟତାମୂଳକ
- ଲଞ୍ଚ ହେଲା INS ଅରିଧମନ, ସମୁଦ୍ରରେ ଶତ୍ରୁଙ୍କୁ କରିବ ଧ୍ୱଂସ
- New Horror Thriller Film: ୧୨୦ ମିନିଟର ଏକ ହରର-ଥ୍ରୀଲର ଏହି ଫିଲ୍ମ, ଥରି ଉଠିବ ଛାତି…
- ଅବକାରୀ ବିଭାଗର ନୂଆ ଗାଇଡଲାଇନ; ବେଳାଭୂମିରେ ମଦ ବିକିପାରିବ ଓଟିଡିସି..
- LPG ଗୁଜବକୁ ନେଇ କେନ୍ଦ୍ର ସରକାରଙ୍କ କଡା କାର୍ଯ୍ୟାନୁଷ୍ଠାନ, ତୁରନ୍ତ ପରିସ୍ଥିତି ନିୟନ୍ତ୍ରଣ କରିବାକୁ ନିର୍ଦ୍ଦେଶ
- ଡିଜେଲର ମୂଲ୍ୟ ଲିଟର ପିଛା ୫୨୦.୩୫ ଟଙ୍କା ବୃଦ୍ଧି
- Russia Offers To India: ପ୍ରକୃତ ବନ୍ଧୁ କ’ଣ…ପୁଣି ପ୍ରମାଣ କଲେ ପୁଟିନ…
- Raghav Chadha’s Reaction: ଚର୍ଚ୍ଚା ବଢ଼ାଇଲା ରାଘବ ଚଡ୍ଡାଙ୍କ ନୂଆ ପୋଷ୍ଟ, କହିଲେ ଚାଞ୍ଚ୍ଚଲ୍ୟକର କଥା…
- ସୁରକ୍ଷା ବାହିନୀକୁ ପୁଣି ବଡ ସଫଳତା: JJMP ମାଓ ସଙ୍ଗଠନର ଜୋନାଲ କମାଣ୍ଡର କଲା ଆତ୍ମସମପର୍ଣ
Comments are closed.