Latest Odisha News

ଭକ୍ତଙ୍କ ପାଇଁ ବନ୍ଦ ରହିବ ସମଲେଶ୍ବରୀ ମନ୍ଦିର

ସମ୍ବଲପୁର: କରୋନା ମହାମାରୀକୁ ଦୃଷ୍ଟିରେ ରଖି ଅନ୍ୟ ଧାର୍ମିକ ଅନୁଷ୍ଠାନ ସହିତ ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ସମଲେଶ୍ୱରୀ ମନ୍ଦିର ବନ୍ଦ ରହିବା ନେଇ ସୂଚନା ମିଳିଛି।

ସୋମବାର ଦିନ ସମ୍ବଲପୁର ଜିଲ୍ଲାପାଳ ଏବଂ ମନ୍ଦିର ପ୍ରଶାସନ ମଧ୍ୟରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି।

Comments are closed.