ହାଇଦ୍ରାବାଦ: ଦକ୍ଷିଣ ଭାରତ ଅଭିନେତ୍ରୀ ସାମନ୍ଥା ରୁଥ ପ୍ରଭୂ ହାଇଦ୍ରାବାଦରେ ଏକ ଘର କରିଛନ୍ତି । ଏହି ଘରେ ସେ ପୂର୍ବତନ ପତି ନାଗା ଚୈତନ୍ୟଙ୍କ ସହ ରହୁଥିଲେ । ଫିଲ୍ମ ପ୍ରଡ୍ୟୁସର ମୁରଲୀ ମୋହନ ଏକ ସାକ୍ଷାତକାରରେ ଏହି ଖୁଲାସା କରିଛନ୍ତି । ମୋର ଅନେକଗୁଡିଏ ସ୍ମୃତି ଏହି ଘର ସହିତ ଜଡିତ ଥିବାରୁ ଏହାକୁ କିଣିଛି ବୋଲି ସାମନ୍ଥା କହିଛନ୍ତି । ଏବେ ସେ ତାଙ୍କ ମାଆଙ୍କ ସହ ଏହି ଘରେ ରହୁଛନ୍ତି । ସାମନ୍ଥା ଓ ନାଗା ଅଲଗା ହେବା ପରେ ନାଗା ଏହି ଘର ବିକ୍ରି କରି ଦେଇଥିଲେ । ୬ ଅକ୍ଟୋବର ୨୦୧୭ରେ ଉଭୟ ବିବାହ ବନ୍ଧନରେ ଆବଦ୍ଧ ହୋଇଥିଲେ । ଗତବର୍ଷ ଅକ୍ଟୋବରରେ ସହମତି ଭିତିରେ ଉଭୟ ପରସ୍ପରଠାରୁ ଅଲଗା ହୋଇ ଯାଇଥିଲେ । ଏବେ ସାମନ୍ଥାଙ୍କ ନିକଟରେ ଆରେଂଜେମେଂଟ ଅଫ ଲଭ, ଶକୁନ୍ତଳମ, ଯଶୋଦା ଓ ଖୁସୀ ଫିଲ୍ମ ଶୁଟିଂରେ ବ୍ୟସ୍ତ ଅଛନ୍ତି ।
BREAKING NEWS
- ଗ୍ରୀନଲ୍ୟାଣ୍ଡକୁ ସୈନ୍ୟ ପଠାଇବେ ଜର୍ମାନୀ, ଫ୍ରାନ୍ସ : ଆମେରିକା ବିରୁଦ୍ଧରେ ଏକତ୍ରିତ ହେଉଛନ୍ତି ୟୁରୋପୀୟ ଦେଶ
- BMC Election: ବିଏମସି ସମେତ ୨୯ଟି ନଗର ନିଗମ ପାଇଁ ଆଜି ମତଦାନ
- NCBର ବଡ଼ କାର୍ଯ୍ୟାନୁଷ୍ଠାନ; ୮୧୩କିଲୋ ଗଞ୍ଜେଇ ଜବତ, ତିନି ଗିରଫ
- ବିଜୟ ଉତ୍ସବରେ ଅଘଟଣ; ବାଣ ଫୁଟି କନଷ୍ଟେବଳ ଗୁରୁତର
- Gopalpur Beach Festival: ଗୋପାଳପୁର ବେଳାଭୂମି ମହୋତ୍ସବ ତାରିଖ ଘୁଞ୍ଚିଲା;୨୨ ନୁହେଁ …
- ବଡ଼ ଧରଣର ଡକାୟତି ଯୋଜନାକୁ ଫେଲ କଲା ପୋଲିସ; ୫ ଡକାୟତ ଗିରଫ
- ଆହୁରି ୩ ଦିନ କଲବଲ କରିବ ଶୀତ…
- Men’s Hockey India League 2026: କଳିଙ୍ଗର କ୍ରମାଗତ ଚତୁର୍ଥ ବିଜୟ ;ପରବର୍ତ୍ତୀ ମ୍ୟାଚ ଭୁବନେଶ୍ବରରେ…
- ମିଚେଲଙ୍କ ଶତକ ଆଗରେ ଫିକା ପଡିଲା ରାହୁଲଙ୍କ ପ୍ରଦର୍ଶନ: ସିରିଜ ବରାବର କଲା ନ୍ୟୁଜିଲାଣ୍ଡ
- ଶାନ୍ତି ଓ ଅହିଂସାର ବାର୍ତ୍ତା ଦେଉଛି ଉଦୟଗିରିରେ ଆୟୋଜିତ ଅନ୍ତର୍ଜାତୀୟ ବୌଦ୍ଧ ସମ୍ମିଳନୀ; ବୌଦ୍ଧ ଧର୍ମ ପୁସ୍ତକ ଉନ୍ମୋଚିତ
Comments are closed.