ହାଇଦ୍ରାବାଦ: ଦକ୍ଷିଣ ଭାରତ ଅଭିନେତ୍ରୀ ସାମନ୍ଥା ରୁଥ ପ୍ରଭୂ ହାଇଦ୍ରାବାଦରେ ଏକ ଘର କରିଛନ୍ତି । ଏହି ଘରେ ସେ ପୂର୍ବତନ ପତି ନାଗା ଚୈତନ୍ୟଙ୍କ ସହ ରହୁଥିଲେ । ଫିଲ୍ମ ପ୍ରଡ୍ୟୁସର ମୁରଲୀ ମୋହନ ଏକ ସାକ୍ଷାତକାରରେ ଏହି ଖୁଲାସା କରିଛନ୍ତି । ମୋର ଅନେକଗୁଡିଏ ସ୍ମୃତି ଏହି ଘର ସହିତ ଜଡିତ ଥିବାରୁ ଏହାକୁ କିଣିଛି ବୋଲି ସାମନ୍ଥା କହିଛନ୍ତି । ଏବେ ସେ ତାଙ୍କ ମାଆଙ୍କ ସହ ଏହି ଘରେ ରହୁଛନ୍ତି । ସାମନ୍ଥା ଓ ନାଗା ଅଲଗା ହେବା ପରେ ନାଗା ଏହି ଘର ବିକ୍ରି କରି ଦେଇଥିଲେ । ୬ ଅକ୍ଟୋବର ୨୦୧୭ରେ ଉଭୟ ବିବାହ ବନ୍ଧନରେ ଆବଦ୍ଧ ହୋଇଥିଲେ । ଗତବର୍ଷ ଅକ୍ଟୋବରରେ ସହମତି ଭିତିରେ ଉଭୟ ପରସ୍ପରଠାରୁ ଅଲଗା ହୋଇ ଯାଇଥିଲେ । ଏବେ ସାମନ୍ଥାଙ୍କ ନିକଟରେ ଆରେଂଜେମେଂଟ ଅଫ ଲଭ, ଶକୁନ୍ତଳମ, ଯଶୋଦା ଓ ଖୁସୀ ଫିଲ୍ମ ଶୁଟିଂରେ ବ୍ୟସ୍ତ ଅଛନ୍ତି ।
BREAKING NEWS
- ଭୂକମ୍ପରେ ଥରିଲା ଓଡ଼ିଶା; ଏହି ସ୍ଥାନରେ ୩.୯ ତୀବ୍ରତାର ଝଟକା…
- ସର୍ଭେ ରିପୋର୍ଟ : ୭୦% ରୁ ଅଧିକ ୟୁକ୍ରେନବାସୀ ଦୁର୍ନୀତି ପାଇଁ ଜେଲେନସ୍କିଙ୍କୁ ଦାୟୀ ମନେକରୁଛନ୍ତି
- ଇରାନ-ଆମେରିକା ସଂଘର୍ଷ: ଭୟ ଆଉ ଚିନ୍ତା ଭିତରେ ଇରାନରେ ଖୋଲିଲା ସ୍କୁଲ୍
- ବସରୁ ଖସି ପଡ଼ିଲେ ରୋହିତ ଶର୍ମା; ଚିନ୍ତାରେ ଫ୍ୟାନ୍ସ
- ବିଜେପି ନେତାଙ୍କୁ ପ୍ରାଣାନ୍ତକ ଆକ୍ରମଣ; ଡାକ୍ତରଖାନାରେ ଭର୍ତ୍ତି
- Odisha Vigilance:୩୫ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ ଆସିଷ୍ଟାଣ୍ଟ ଇଞ୍ଜିନିୟର ଓ ତାଙ୍କ ସହଯୋଗୀ
- ସମ୍ ହସ୍ପିଟାଲରେ ନୂତନ ହୃଦ୍ ଚିକିତ୍ସା: ଟିଏଭିଆର୍ ପଦ୍ଧତିରେ ୭୧ ବର୍ଷୀୟା ମହିଳାଙ୍କୁ ମିଳିଲା ନୂଆ ଜୀବନ
- Asian Games 2026:ଜାଭେଲିନ୍ ଥ୍ରୋ’ରେ ଭାରତର ଚମତ୍କାର ପ୍ରଦର୍ଶନ: ଯଶ୍ବୀରଙ୍କୁ ରୌପ୍ୟ ଓ ରୋହିତଙ୍କୁ ବ୍ରୋଞ୍ଜ
- ସରିଲା ଓଡ଼ିଶା ବିଧାନସଭା ମୌସୁମୀ ଅଧିବେଶନ, ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବି ଘୋଷଣା
- ତାମିଲନାଡୁରେ ‘ଥାଇମାମନ ଥଙ୍ଗା ମୋତିରମ ଥିଟ୍ଟମ’ ଶୁଭାରମ୍ଭ: ନବଜାତ ଶିଶୁଙ୍କୁ ମିଳିବ ୧ ଗ୍ରାମର ସୁନା ମୁଦି

Comments are closed.