ସମ୍ବଲପୁର: ସମ୍ବଲପୁରରେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଏହାର କରୋନା ମୁକାବିଲା ପାଇଁ ସମ୍ବଲପୁର ଜିଲ୍ଲାକୁ ସଟଡ଼ାଉନ୍ ଘୋଷଣା କରିଛନ୍ତି ଜିଲ୍ଲାପାଳ। ଜିଲ୍ଲାପାଳଙ୍କ ଘୋଷଣା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ପାଇଁ ସମ୍ବଲପୁର ଜିଲ୍ଲା ସଟଡ଼ାଉନ୍ କଟକଣା ଜାରି ହେବ । ଏହି ସମୟରେ ବନ୍ଦ ରହିବ ସମସ୍ତ ଦୋକାନ ବଜାର । ରାସ୍ତାଘାଟରେ ଗାଡି ଚାଲିବା ଉପରେ ରୋକ । ତେବେ ଅତ୍ୟାବଶ୍ୟକ ସେବା ଗୁଡିକ ପୂର୍ବ ଭଳି ଚାଲୁ ରହିବା ନେଇ ଜିଲ୍ଲାପାଳଙ୍କ ସୂଚନା।
BREAKING NEWS
- ଜଳିଗଲା ୨୦ରୁ ଅଧିକ ବାଇକ୍,ପୋଲିସ କରିଥିଲା ସିଜ୍
- ରେଳଷ୍ଟେସନରୁ ୫ ଆନ୍ତଃରାଜ୍ୟ ଚାଲାଣକାରୀ ଗିରଫ,ଗଞ୍ଜେଇ ଜବତ
- ଉଦୟଗିରିରେ ଅର୍ନ୍ତଜାତୀୟ ବୌଦ୍ଧ ସମ୍ମିଳନୀ ଉଦଘାଟିତ, ଦେଶ ବିଦେଶରୁ ଆସିଛନ୍ତି ୧୭୦୦ରୁ ବୌଦ୍ଧ ଧର୍ମାବଲମ୍ବୀ
- Cyber Fraud Busted: ପୋଲିସ ହାତରେ ଧରାପଡିଲେ ୧୨ ଆନ୍ତଃରାଜ୍ୟ ସାଇବର ଲୁଟେରା
- Hero Hockey India League:ହ୍ୟାଟ୍ରିକ ବିଜୟ ସହ ପଏଣ୍ଟ ଟେବୁଲର ଶୀର୍ଷରେ କଳିଙ୍ଗ ଲାନସର୍ସ
- କୋହଲି, ଗିଲଙ୍କ ଆକର୍ଷଣୀୟ ପ୍ରଦର୍ଶନ: ପ୍ରଥମ ଦିିନିକିଆରେ ଭାରତ ବିଜୟୀ
- ଆସନ୍ତା ୧୫ରେ ବରଗଡ଼ ବନ୍ଦ
- ଝାରସୁଗୁଡ଼ାରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ
- ସଚିନଙ୍କୁ ପଛରେ ପକାଇ ବିଶ୍ୱରେକର୍ଡ କଲେ କିଙ୍ଗ କୋହଲି
- Fire In Ama Bus: ଗତ ୨୪ ଘଣ୍ଟା ମଧ୍ୟରେ ଦୁଇଟି ‘ଆମ ବସ’ରେ ଅଗ୍ନିକାଣ୍ଡ
Comments are closed.