ସମ୍ବଲପୁର: ସମ୍ବଲପୁରରେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଏହାର କରୋନା ମୁକାବିଲା ପାଇଁ ସମ୍ବଲପୁର ଜିଲ୍ଲାକୁ ସଟଡ଼ାଉନ୍ ଘୋଷଣା କରିଛନ୍ତି ଜିଲ୍ଲାପାଳ। ଜିଲ୍ଲାପାଳଙ୍କ ଘୋଷଣା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ପାଇଁ ସମ୍ବଲପୁର ଜିଲ୍ଲା ସଟଡ଼ାଉନ୍ କଟକଣା ଜାରି ହେବ । ଏହି ସମୟରେ ବନ୍ଦ ରହିବ ସମସ୍ତ ଦୋକାନ ବଜାର । ରାସ୍ତାଘାଟରେ ଗାଡି ଚାଲିବା ଉପରେ ରୋକ । ତେବେ ଅତ୍ୟାବଶ୍ୟକ ସେବା ଗୁଡିକ ପୂର୍ବ ଭଳି ଚାଲୁ ରହିବା ନେଇ ଜିଲ୍ଲାପାଳଙ୍କ ସୂଚନା।
BREAKING NEWS
- Party Switch: ୧୧୧ ସାଂସଦ-ବିଧାୟକ ବଦଳାଇଛନ୍ତି ଦଳ, ବିଜେପିରେ ୨୯ ଜଣ…ଜାଣନ୍ତୁ ସବୁଠୁ ବେଶୀ କେଉଁ ଦଳ ଛାଡିଛନ୍ତି ନେତା?
- ଖୋଲିଲା ହୀରାକୁଦର ଆଉ ୨ ଗେଟ୍, ୨୨ ଗେଟରେ…
- ଲଗାଣ ବର୍ଷାରେ ଉବୁଟୁବୁ ଉତ୍ତରପ୍ରଦେଶ; ୧୭ ମୃତ, ଅନେକ ଗାଁ ଜଳବନ୍ଦୀ
- UNSC ସ୍ଥାୟୀ ସଦସ୍ୟପଦ: ଭାରତକୁ ରୁଷର ପୂର୍ଣ୍ଣ ସମର୍ଥନ
- ବିପଦ ସଙ୍କେତ ଉପରେ ସୁବର୍ଣ୍ଣରେଖା ଓ ଜଳକା ଜଳସ୍ତର, ବଢୁଛି ବନ୍ୟା ଆଶଙ୍କା
- ରବିବାର ଖୋଲା ରହିବ ଏସବୁ ବ୍ୟାଙ୍କ, ଜାଣିରଖନ୍ତୁ…
- Heavy Rain & Floods in Odisha:ବିଭିନ୍ନ ଜିଲ୍ଲାରେ ବନ୍ୟା ପରିସ୍ଥିତି; ଏରିଅଲ ସର୍ଭେରେ ଯିବେ ମୁଖ୍ୟମନ୍ତ୍ରୀ
- ବ୍ୟାଙ୍କ ଗ୍ରାହକଙ୍କୁ ଆଶ୍ୱସ୍ତି: ୩ ଦିନିଆ ଧର୍ମଘଟ ବେଳେ ମାଗଣାରେ ଏଟିଏମ୍ରୁ ଉଠାଇ ପାରିବେ ଟଙ୍କା, ଲାଗିବନି ଏକ୍ସଟ୍ରା ଚାର୍ଜ
- ଶସ୍ତା ଇନ୍ଧନ ଓ କମ୍ ପ୍ରଦୂଷଣ: ଖୁବଶୀଘ୍ର ରାସ୍ତାକୁ ଓହ୍ଲାଇବ ଶହେ ପ୍ରତିଶତ ଇଥାନଲ୍ ଚାଳିତ ଗାଡ଼ି
- ଯାତ୍ରୀଙ୍କ ଭିଡ଼କୁ ଦୃଷ୍ଟିରେ ରଖି ପୂର୍ବତଟ ରେଳପଥର ବଡ଼ ପଦକ୍ଷେପ: ଭୁବନେଶ୍ୱର, ପୁରୀ ଓ ସମ୍ବଲପୁର ଟ୍ରେନ୍ରେ ଲାଗିବ ଅତିରିକ୍ତ ବଗି

Comments are closed.