ସମ୍ବଲପୁର: ସମ୍ବଲପୁର ଜିଲ୍ଲାବାସୀଙ୍କ ପାଇଁ ଆସିଲା ଖୁସି ଖବର । ନୂଆଁଖାଇରେ ସଟ୍ଡାଉନ୍ ହେବନି ସମ୍ବଲପୁର । କେବଳ ନୂଆଁଖାଇ ନୁହେଁ ସ୍ୱାଧୀନତା ଦିବସରେ ମଧ୍ୟ ସମ୍ବଲପୁର ସହର ସ୍ୱାଭାବିକ ରହିବ । ନୂଆଁଖାଇ ପାଇଁ ୨୨ ଓ ୨୩ ତାରିଖରେ ମଧ୍ୟ ସେଠାରେ ସଟଡାଉନ ହେବ ନାହିଁ ବୋଲି ସୂଚନା ମିଳିଛି । ଏହା ପ୍ରତିବଦଳରେ ଅଗଷ୍ଟ ୧୬ ଓ ୧୭ ତାରିଖରେ ସଟଡାଉନ କରାଯିବ । ଏନେଇ ସମ୍ବଲପୁର ଜିଲ୍ଲାପାଳ ନିର୍ଦ୍ଦେଶନାମା ଜାରି କରିଛନ୍ତି ।
BREAKING NEWS
- ଅଷ୍ଟମ ଶ୍ରେଣୀ ସାମାଜିକ ବିଜ୍ଞାନ ବହିକୁ ନେଇ କ୍ଷମା ମାଗିଲା NCERT
- ଶୀଘ୍ର ଶେଷ ହେବ ଇରାନ ଯୁଦ୍ଧ
- ବିସ୍ଫୋରଣରେ କମ୍ପି ଉଠିଲା ତେହେରାନ, ଲେବାନନରେ ୮୩ ଜଣ ଶିଶୁଙ୍କ ମୃତ୍ୟୁ
- ଗୁଣିଗାରେଡି ସନ୍ଦେହରେ ମାଡ଼ ଘଟଣାରେ ୧୦ ଗିରଫ
- ଆଜିଠାରୁ ରାଜ୍ୟରେ ବଢିବ ଦିନ ତାପମାତ୍ରା, ଆଗକୁ ରହିଛି ସୁପର ଏଲ୍ନିନୋ ଭୟ
- ଓଡ଼ିଶାରେ ଆୟୋଜିତ ହେବ ଫିଟ୍ ଇଣ୍ଡିଆ କାର୍ନିଭାଲ-୨୦୨୬
- Trump Urges Australia: ଇରାନ ମହିଳା ଫୁଟବଲ୍ ଦଳକୁ ଶରଣ ଦିଏ… ଟ୍ରମ୍ପ ଅଷ୍ଟ୍ରେଲିଆକୁ କାହିଁକି କଲେ ଅପିଲ?
- First time in History: ପ୍ରଥମ ଥର ଲାଗି ବ୍ଲୁ ଫ୍ଲାଗ୍ ବିଚରେ ଅଲିଭ ରିଡଲେ; ଦେଲା ୧୧୪ ଅଣ୍ଡା
- ଏଥର ଦୁର୍ଗାପୂଜାରେ ପରଦାକୁ ଆସିବ ଆକ୍ସନ୍, ଥ୍ରିଲର୍ ଫିଲ୍ମ “ମୋନଷ୍ଟର୍: ଦ ଅଲ୍ଟିମେଟ୍’
- ଆର୍ଥିକ ସଙ୍କଟରେ ପାକିସ୍ତାନ, ସାଉଦି ଆରବକୁ ମାଗିଲା ସହାୟତା
Comments are closed.