ସମ୍ବଲପୁର: ଶିକ୍ଷାନୁଷ୍ଠାନରେ କରୋନା କାୟା । ସମ୍ୱଲପୁର ବିଶ୍ୱବିଦ୍ୟାଳୟରେ ଏକାଧିକ କର୍ମଚାରୀ କରୋନା ସଂକ୍ରମିତ ହୋଇଛନ୍ତି । ଏହାପରେ ୫ ଦିନ ପାଇଁ ବନ୍ଦ ରହିଲା ସମ୍ବଲପୁର ବିଶ୍ୱବିଦ୍ୟାଳୟ । ଏନେଇ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି । ଏକାଧିକ କର୍ମଚାରୀ କରୋନା ପଜିଟିଭ ଚିହ୍ନଟ ହେବା ପରେ ଏହି ନିଷ୍ପତ୍ତି ହୋଇଛି । ଏହି ସମୟରେ କ୍ୟାମ୍ପସକୁ ସାନିଟାଇଜ୍ କରାଯିବ । ପଜିଟିଭ୍ ଚିହ୍ନଟ କର୍ମଚାରୀଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କର କଣ୍ଟାକ୍ଟ ଟ୍ରେସିଂ ବି କରାଯିବ ।
BREAKING NEWS
- ଜଳିଗଲା ୨୦ରୁ ଅଧିକ ବାଇକ୍,ପୋଲିସ କରିଥିଲା ସିଜ୍
- ରେଳଷ୍ଟେସନରୁ ୫ ଆନ୍ତଃରାଜ୍ୟ ଚାଲାଣକାରୀ ଗିରଫ,ଗଞ୍ଜେଇ ଜବତ
- ଉଦୟଗିରିରେ ଅର୍ନ୍ତଜାତୀୟ ବୌଦ୍ଧ ସମ୍ମିଳନୀ ଉଦଘାଟିତ, ଦେଶ ବିଦେଶରୁ ଆସିଛନ୍ତି ୧୭୦୦ରୁ ବୌଦ୍ଧ ଧର୍ମାବଲମ୍ବୀ
- Cyber Fraud Busted: ପୋଲିସ ହାତରେ ଧରାପଡିଲେ ୧୨ ଆନ୍ତଃରାଜ୍ୟ ସାଇବର ଲୁଟେରା
- Hero Hockey India League:ହ୍ୟାଟ୍ରିକ ବିଜୟ ସହ ପଏଣ୍ଟ ଟେବୁଲର ଶୀର୍ଷରେ କଳିଙ୍ଗ ଲାନସର୍ସ
- କୋହଲି, ଗିଲଙ୍କ ଆକର୍ଷଣୀୟ ପ୍ରଦର୍ଶନ: ପ୍ରଥମ ଦିିନିକିଆରେ ଭାରତ ବିଜୟୀ
- ଆସନ୍ତା ୧୫ରେ ବରଗଡ଼ ବନ୍ଦ
- ଝାରସୁଗୁଡ଼ାରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ
- ସଚିନଙ୍କୁ ପଛରେ ପକାଇ ବିଶ୍ୱରେକର୍ଡ କଲେ କିଙ୍ଗ କୋହଲି
- Fire In Ama Bus: ଗତ ୨୪ ଘଣ୍ଟା ମଧ୍ୟରେ ଦୁଇଟି ‘ଆମ ବସ’ରେ ଅଗ୍ନିକାଣ୍ଡ
Comments are closed.