ସମ୍ବଲପୁର: ଶିକ୍ଷାନୁଷ୍ଠାନରେ କରୋନା କାୟା । ସମ୍ୱଲପୁର ବିଶ୍ୱବିଦ୍ୟାଳୟରେ ଏକାଧିକ କର୍ମଚାରୀ କରୋନା ସଂକ୍ରମିତ ହୋଇଛନ୍ତି । ଏହାପରେ ୫ ଦିନ ପାଇଁ ବନ୍ଦ ରହିଲା ସମ୍ବଲପୁର ବିଶ୍ୱବିଦ୍ୟାଳୟ । ଏନେଇ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି । ଏକାଧିକ କର୍ମଚାରୀ କରୋନା ପଜିଟିଭ ଚିହ୍ନଟ ହେବା ପରେ ଏହି ନିଷ୍ପତ୍ତି ହୋଇଛି । ଏହି ସମୟରେ କ୍ୟାମ୍ପସକୁ ସାନିଟାଇଜ୍ କରାଯିବ । ପଜିଟିଭ୍ ଚିହ୍ନଟ କର୍ମଚାରୀଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କର କଣ୍ଟାକ୍ଟ ଟ୍ରେସିଂ ବି କରାଯିବ ।
BREAKING NEWS
- ସେନା ମେଡାଲ୍ ବିଜେତାଙ୍କୁ ଆଜୀବନ ଟ୍ରେନ୍ ଯାତ୍ରା ମାଗଣା
- Flight Scare: ଆକାଶରେ ହଠାତ୍ ଥରିଲା ଫ୍ଲାଇଟ୍, ଭୟରେ ‘ୱାହେଗୁରୁ’ ଜପିଲେ ଶେହନାଜ ଗିଲ୍…ତା’ ପରେ କିଛି ଏମିତି ହେଲା…
- UPI vs Cash: କେଉଁଟି ଅଧିକ ଟଙ୍କା ସଞ୍ଚୟ ହୁଏ?
- ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ବୁଡ଼ିଗଲେ ୨ ଛାତ୍ର
- ମକ୍କାରେ ପ୍ରଥମ ଥର ପାଇଁ ଆଲର୍ଟ ଜାରି, ଆତଙ୍କରେ ସାଉଦି ଆରବ..
- ଫେସବୁକ୍-ଇନଷ୍ଟାଗ୍ରାମରେ ଚାଲିଛି ଶିଶୁ ଯୌନ ଶୋଷଣ ବିଜ୍ଞାପନ! କେନ୍ଦ୍ର ସରକାରଙ୍କ କଡ଼ା କାର୍ଯ୍ୟାନୁଷ୍ଠାନ
- Weapons in Space: ଅନ୍ତରୀକ୍ଷରେ ଆମେରିକାର ଅସ୍ତ୍ର! ରୁଷ-ଚୀନକୁ ବଡ଼ ଚେତାବନୀ, ମହାକାଶରେ ଆରମ୍ଭ ହେବ କି ନୂଆ ଯୁଦ୍ଧ?
- ଚିନ୍ତାରେ ପାକ୍ ସରକାର : ପେଟ୍ରୋଲ ପାଇଁ “ଲକ୍ ଡାଉନ୍ “ଭଳି ଆଗକୁ ବ୍ୟବସ୍ଥା
- ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ
- Powerful Bombs: ଆହୁରି ଭୟଙ୍କର ହୋଇପାରେ ଇରାନ ଯୁଦ୍ଧ? ଇସ୍ରାଏଲକୁ ୪୦ ହଜାର ବମ୍ ଦେବେ ଟ୍ରମ୍ପ!

Comments are closed.