ସମ୍ବଲପୁର: ସମ୍ବଲପୁର ବିଶ୍ୱବିଦ୍ୟାଳୟ ପରିସର ଅଶାନ୍ତ । ବିଶ୍ବବିଦ୍ୟାଳୟ ପରିସରରେ ଛାତ୍ରଙ୍କ ଉତ୍ତେଜନା ଦେଖାଦେଇଛି । +3 ସେମିଷ୍ଟାର ପରୀକ୍ଷା ଅଫ୍ ଲାଇନ୍ ରେ ହେବାକୁ ବିରୋଧ କରି ଉତ୍ତେଜନା ପ୍ରକାଶ ପାଇଛି । ପ୍ରତିବାଦରେ ବିଶ୍ବବିଦ୍ୟାଳୟ ସମେତ କୂଳପତିଙ୍କ ଅଫିସର ବହୁ ଜିନିଷ ଭଙ୍ଗାରୁଜା କରିଛନ୍ତି ଛାତ୍ର । କୂଳପତିଙ୍କ ଅଫିସରେ ଧସେଇ ପଶିବା ବେଳେ ପୋଲିସ ଲାଠି ଚାଳନା କରିଛି । ସ୍ଥିତି ନିୟନ୍ତ୍ରଣ କରିବାକୁ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି ।
BREAKING NEWS
- ଜଳିଗଲା ୨୦ରୁ ଅଧିକ ବାଇକ୍,ପୋଲିସ କରିଥିଲା ସିଜ୍
- ରେଳଷ୍ଟେସନରୁ ୫ ଆନ୍ତଃରାଜ୍ୟ ଚାଲାଣକାରୀ ଗିରଫ,ଗଞ୍ଜେଇ ଜବତ
- ଉଦୟଗିରିରେ ଅର୍ନ୍ତଜାତୀୟ ବୌଦ୍ଧ ସମ୍ମିଳନୀ ଉଦଘାଟିତ, ଦେଶ ବିଦେଶରୁ ଆସିଛନ୍ତି ୧୭୦୦ରୁ ବୌଦ୍ଧ ଧର୍ମାବଲମ୍ବୀ
- Cyber Fraud Busted: ପୋଲିସ ହାତରେ ଧରାପଡିଲେ ୧୨ ଆନ୍ତଃରାଜ୍ୟ ସାଇବର ଲୁଟେରା
- Hero Hockey India League:ହ୍ୟାଟ୍ରିକ ବିଜୟ ସହ ପଏଣ୍ଟ ଟେବୁଲର ଶୀର୍ଷରେ କଳିଙ୍ଗ ଲାନସର୍ସ
- କୋହଲି, ଗିଲଙ୍କ ଆକର୍ଷଣୀୟ ପ୍ରଦର୍ଶନ: ପ୍ରଥମ ଦିିନିକିଆରେ ଭାରତ ବିଜୟୀ
- ଆସନ୍ତା ୧୫ରେ ବରଗଡ଼ ବନ୍ଦ
- ଝାରସୁଗୁଡ଼ାରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ
- ସଚିନଙ୍କୁ ପଛରେ ପକାଇ ବିଶ୍ୱରେକର୍ଡ କଲେ କିଙ୍ଗ କୋହଲି
- Fire In Ama Bus: ଗତ ୨୪ ଘଣ୍ଟା ମଧ୍ୟରେ ଦୁଇଟି ‘ଆମ ବସ’ରେ ଅଗ୍ନିକାଣ୍ଡ
Comments are closed.