ଟିମ୍ ଇଣ୍ଡିଆର ପୂର୍ବତନ କ୍ୟାପଟେନ୍ ମହେନ୍ଦ୍ର ସିଂହ ଧୋନିଙ୍କ ଜନ୍ମଦିନ ଅବସରରେ ସ୍ୟାଣ୍ଡ ଆନିମେସନ୍ । ଏଭଳି ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ମାନସ କୁମାର ସାହୁ । ଧୋନିଙ୍କ ଉଦ୍ଦେଶ୍ୟରେ ଏକ ସ୍ୟାଣ୍ଡ ଆନିମେସନ୍ କରିଛନ୍ତି । ଯେଉଁଥିରେ ଲେଖାଅଛି ହାପି ବର୍ଥ ଡେ ଏମ୍. ଏସ୍. ଧୋନି । ଟିମ୍ ଇଣ୍ଡିଆର ଜର୍ସି ଓ କ୍ୟାପ୍ ପିନ୍ଧିଥିବା ଧୋନିଙ୍କ ସ୍ୟାଣ୍ଡ ଆନିମେସନ୍ ତିଆରି କରିଛନ୍ତି ମାନସ ।
BREAKING NEWS
- ସୁଦର୍ଶନ ପଟ୍ଟନାୟକ ହେଲେ ଜାତୀୟ ଜନଗଣନା-୨୦୨୭ ବ୍ରାଣ୍ଡ୍ ଆମ୍ଵାସଡର
- ରଣକ୍ଷେତ୍ର ପାଲଟିଲା ବିଜେବି କଲେଜ ହଷ୍ଟେଲ, ଘଣ୍ଟାଏ ଧରି ପଥର ମାଡ଼
- ଆଗମୀ ୩ ଘଣ୍ଟା ପାଇଁ କାଳବୈଶୀ ସତର୍କତା, ଏହି ସବୁ ଜିଲ୍ଲାକୁ ଝଡ଼ବର୍ଷା ଆଲର୍ଟ
- Jagannath Temple: ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ
- ରାଜ୍ୟରେ ଅସ୍ୱାଭାବିକ ଭାବେ ବୃଦ୍ଧି ପାଉଛି ତାପମାତ୍ରା, ହିଟ୍ୱେଭ୍ SOP ଜାରି
- ରେଢ଼ାଖୋଲରେରେ ଦୁର୍ଦ୍ଦାନ୍ତ ଅପରାଧୀକୁ ଏନକାଉଣ୍ଟର
- ଅନଧିକୃତ ଏବଂ ବେଆଇନ୍ ବିଦ୍ୟୁତ ପୁନଃ ସଂଯୋଗ ବିରୋଧରେ ଟିପିଏସ୍ଓଡିଏଲର ଦୃଢ଼ କାର୍ଯ୍ୟାନୁଷ୍ଠାନ
- ଭାରତ ସରକାରଙ୍କ ପକ୍ଷରୁ କଳିଙ୍ଗନଗର ସ୍ଥିତ ନୀଳାଚଳ ଇସ୍ପାତର ସମ୍ପସ୍ରାରଣକୁ ମିଳିଲା ପରିବେଶ ମଞ୍ଜୁରୀ
- Suicide Attack in Nigeria: ନାଇଜେରିଆର ମୈଦୁଗୁରି ସହରରେ ଆତ୍ମଘାତୀ ଆକ୍ରମଣ; ୨୩ ମୃତ, ୧୦୦ ରୁ ଅଧିକ ଆହତ
- ଆଫଗାନିସ୍ତାନରେ ଅହମଦୀମାନଙ୍କ ଉପରେ ଅତ୍ୟାଚାର ଓ ବିମାନ ଆକ୍ରମଣ ପାଇଁ ପାକିସ୍ତାନକୁ କଡା ନିନ୍ଦା କଲା ଭାରତ
Comments are closed.