Latest Odisha News

BREAKING NEWS

ବାଲୁକା କଳାରେ ବିଜୁ ବାବୁଙ୍କୁ ଶ୍ରଦ୍ଧାଞ୍ଜଳି

ପୁରୀ: ଆଜି ପ୍ରବାଦ ପୁରୁଷ ତଥା ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ୧୦୬ତମ ଜନ୍ମ ଜୟନ୍ତୀ । ଏହି ଅବସରରେ ବାଲୁକା କଳାରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ । ପୁରୀ ବେଳାଭୂମିରେ ଜନଜନାୟ ବିଜୁ ପଟ୍ଟନାୟକଙ୍କ ବାଲୁକା ଚିତ୍ରକଳା ନିର୍ମାଣ କରିଛନ୍ତି । ବିଜୁ ପଟ୍ଟନାୟକ ମୁଖ ମଣ୍ଡଳକୁ ବାଲୁକା ଚିତ୍ରକଳାରେ ସ୍ଥାନ ଦିଆଯାଇଛି ।

ମାର୍ଚ୍ଚ ୫ ବିଜୁ ବାବୁଙ୍କର ଜନ୍ମ ଜୟନ୍ତୀ ବାର୍ଷିକୀ ଅବସରରେ ରାଜ୍ୟବ୍ୟାରୀ ବିଭିନ୍ନ କାର୍ୟ୍ୟକ୍ରମ ହେଉଛି । ବିଭିନ୍ନ ସଂଗଠନ, ବୁଦ୍ଧିଜୀବୀଙ୍କ ପକ୍ଷରୁ କଳିଙ୍ଗ ପୁତ୍ର ବିଜୁ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯିବା ସହ ତାଙ୍କ ସ୍ମୃତିରେ ବିଭିନ୍ନ କାର୍ୟ୍ୟକ୍ରମ ଆୟୋଜନ କରାଯାଉଛି ।

Comments are closed, but trackbacks and pingbacks are open.