ପୁରୀ: ଆସନ୍ତାକାଲି ୭୭ତମ ସ୍ୱାଧୀନତା ଦିବସ ପାଳିବ ସାରା ଭାରତ। ଏହି ଅବସରରେ ଅନ୍ତର୍ଜାତୀୟ ବାଲୁକାଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକଙ୍କ ସ୍ୟାଣ୍ଡ ଆର୍ଟ ସ୍କୁଲର ଛାତ୍ରଛାତ୍ରୀ ମାନେ ପୁରୀ ବେଳାଭୂମିରେ ସୁନ୍ଦର ବାଲୁକାକଳା ନିର୍ମାଣ କରି ଭାରତବାସୀଙ୍କୁ ସ୍ୱାଧୀନତା ଦିବସର ଶୁଭେଚ୍ଛା ଜଣାଇଛନ୍ତି। ବାଲୁକାକଳାରେ ଛାତ୍ରଛାତ୍ରୀ ମାନେ ଭାରତ ଜାତୀୟ ପତାକା ସମେତ ଐତିହ କୀର୍ତ୍ତିରାଜି ଓ କଳା ସଂସ୍କୃତିକୁ ସ୍ଥାନିତ କରିଥିବା ବେଳେ ଚନ୍ଦ୍ରାୟନ ୩ର ସଫଳ ଯାତ୍ରାକୁ ସ୍ଥାନ ଦିଆଯାଇଛି। ଏହି ଆକର୍ଷଣୀୟ ବାଲୁକାକଳା ଦେଖିବାକୁ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଥିଲା।
BREAKING NEWS
- ଭୁବନେଶ୍ୱର ନିୟୁ ସିଟି ମାଷ୍ଟରପ୍ଲାନ୍ ପାଇଁ ଚୁକ୍ତି ସ୍ୱାକ୍ଷରିତ
- ଏପ୍ରିଲ ୧ରୁ ବଦଳିବ ନନ୍ଦନକାନନର ସମୟ ନିର୍ଘଣ୍ଟ, ପ୍ରତି ସୋମବାର ବନ୍ଦ ରହିବ ଉଭୟ ଉଦ୍ୟାନ
- ସରେଣ୍ଡର କଲେ ଦୁଇ ହାର୍ଡକୋର ମାଓବାଦୀ
- ଜୁନ ୨୬ରେ ଟିମ ଇଣ୍ଡିଆ ପକ୍ଷରୁ ପଦାର୍ପଣ ମ୍ୟାଚ ଖେଳି ପାରନ୍ତି ବୈଭବ
- ଦୀର୍ଘ ବର୍ଷ ପରେ ଚେନ୍ନାଇ ବିପକ୍ଷରେ ଖେଳିଲେ ଜାଡେଜା, ଲୋଗୋକୁ ଦେଖି ହେଲେ ଭାବପ୍ରବଣ
- ବଡ଼ ଘୋଷଣା-ବଡ଼ ପ୍ରଚାର, ଦାୟିତ୍ୱ ଶୂନ୍ୟ: ସରକାରଙ୍କୁ ରାହୁଲଙ୍କ ସମାଲୋଚନା
- ୧ ଏପ୍ରିଲରୁ ଟୋଲ୍ ପ୍ଲାଜାରେ ବଡ଼ ପରିବର୍ତ୍ତନ, ଜାଣନ୍ତୁ କ’ଣ କରିବାକୁ ପଡ଼ିବ?
- ଓଡିଶାକୁ ଆଉ ନାହିଁ ମାଓ ବିପଦ
- Congress’s ‘miracle’ dig at Amit Shah: ଅମିତ ଶାହଙ୍କ ଭାଷଣ ନେଇ କଟାକ୍ଷ କଲା କଂଗ୍ରେସ, କହିଲା, ‘୯୦ ମିନିଟର ଚିତ୍କାର…ଚମତ୍କାର…’
- ଯାଜପୁର ପୋଲିସ୍ ଦ୍ୱାରା “ଇ-ମିତ୍ର” ଚାଟ୍ବୋଟ୍ର ଶୁଭାରମ୍ଭ
Comments are closed.