ପୁରୀ: ଆଜି ହେଉଛି ମହାପ୍ରଭୁଙ୍କର ଘୋଷଯାତ୍ରା । କରୋନା କଟକଣା ଭିତରେ ବିନା ଭକ୍ତରେ ବଡ଼ଦାଣ୍ଡରୁ ବିଜେ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ଶ୍ରୀମନ୍ଦିର ଛାଡ଼ି ନବଦିନାତ୍ମକ ଯାତ୍ରାରେ ବାହାରିଛନ୍ତି ଶ୍ରୀଜିଉ । ଚତୁର୍ଦ୍ଧାମୂର୍ତ୍ତି ରଥାରୂଢ଼ ହୋଇ ଜନ୍ମବେଦୀ-ଶ୍ରୀଗୁଣ୍ଡିଚା ମନ୍ଦିର ଅଭିମୁଖେ ଯାତ୍ରା କରିଛନ୍ତି। ଏଭଳି ଅପୂର୍ବ ଦୃଶ୍ୟ ସହ ପବିତ୍ର ରଥଯାତ୍ରା ଅବସରରେ ବାଲୁକା ଚିତ୍ରଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ଏକ କ୍ଷୁଦ୍ର ବାଲି ରଥ କରିଛନ୍ତି । ଜାହାର ଉଚ୍ଚତା ମାତ୍ର ୬.୨ ଇଞ୍ଚ । ଯେଉଁ ରଥରେ ମହାପ୍ରଭୁ ଶ୍ରୀଜଗନ୍ନାଥ ବିରାଜମାନ କରିଛନ୍ତି ।
BREAKING NEWS
- Aahar scheme:‘ଆହାର’ ଯୋଜନାକୁ ବାଧାହୀନ ଭାବେ ଚାଲୁ ରଖିବା ପାଇଁ ନିଆଗଲା ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ
- Supply of essential goods: ଏନ୍ଫୋର୍ସମେଣ୍ଟ ସ୍କ୍ବାଡ୍ ୨୪ ଘଣ୍ଟିଆ ସଜାଗ ରହନ୍ତୁ,ଜିଲ୍ଲାପାଳମାନେ ମାର୍କେଟ ସ୍ଥିତି ଅନୁଧ୍ୟାନ କରନ୍ତୁ: ମୁଖ୍ୟମନ୍ତ୍ରୀ
- ଯଶସ୍ୱୀ, ବୈଭବଙ୍କ ବିସ୍ଫୋରକ ବ୍ୟାଟିଂ: ରାଜସ୍ଥାନ ନିକଟରୁ ଶୋଚନୀୟ ଭାବେ ହାରିଲା ଚେନ୍ନାଇ
- BJP: ପଦ୍ମ ଧରିଲେ କେନ୍ଦୁଝରଗଡ଼ ପୌର ଉପାଧ୍ୟକ୍ଷଙ୍କ ସହ ୮ କାଉନସିଲର
- Bbsr-Singapore Flights Cancelled:ଯୁଦ୍ଧର ପ୍ରଭାବ…ଭୁବନେଶ୍ବରରୁ ସିଙ୍ଗାପୁରକୁ ଅନ୍ତର୍ଜାତୀୟ ବିମାନସେବା ବନ୍ଦ
- ଅଏଲ୍ ଇଣ୍ଡିଆ ଏବଂ ସିଏସଆଇଆର-ଆଇଏମଏମଟି ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ
- ହାର୍ଦ୍ଦିକଙ୍କ ବ୍ୟାଟ ଚୋରୀ କରି ନେଇଗଲେ ରିଙ୍କୁ
- AI in healthcare: ଅଙ୍ଗ ପ୍ରତିରୋପଣ କ୍ଷେତ୍ରରେ ଭାରତ ବିଶ୍ୱର ତୃତୀୟ ଶ୍ରେଷ୍ଠ ଦେଶ
- ଭାମଶୀଙ୍କ ଫିଲ୍ମରେ ଅଭିନୟ କରିବେ ସଲମାନ
- Nishikant Dubey: ଦେଶବାସୀଙ୍କ ପାଖରେ ଦୁବେ ନିସର୍ତ୍ତ କ୍ଷମା ପ୍ରାର୍ଥନା କରନ୍ତୁ: ବିଜେଡି
Comments are closed.