Latest Odisha News

BREAKING NEWS

ବାଲୁକା ଶିଳ୍ପୀଙ୍କ ବାଲି ରଥ

ପୁରୀ: ଆଜି ହେଉଛି ମହାପ୍ରଭୁଙ୍କର ଘୋଷଯାତ୍ରା । କରୋନା କଟକଣା ଭିତରେ ବିନା ଭକ୍ତରେ ବଡ଼ଦାଣ୍ଡରୁ ବିଜେ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ଶ୍ରୀମନ୍ଦିର ଛାଡ଼ି ନବଦିନାତ୍ମକ ଯାତ୍ରାରେ ବାହାରିଛନ୍ତି ଶ୍ରୀଜିଉ । ଚତୁର୍ଦ୍ଧାମୂର୍ତ୍ତି ରଥାରୂଢ଼ ହୋଇ ଜନ୍ମବେଦୀ-ଶ୍ରୀଗୁଣ୍ଡିଚା ମନ୍ଦିର ଅଭିମୁଖେ ଯାତ୍ରା କରିଛନ୍ତି। ଏଭଳି ଅପୂର୍ବ ଦୃଶ୍ୟ ସହ ପବିତ୍ର ରଥଯାତ୍ରା ଅବସରରେ ବାଲୁକା ଚିତ୍ରଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ଏକ କ୍ଷୁଦ୍ର ବାଲି ରଥ କରିଛନ୍ତି । ଜାହାର ଉଚ୍ଚତା ମାତ୍ର ୬.୨ ଇଞ୍ଚ । ଯେଉଁ ରଥରେ ମହାପ୍ରଭୁ ଶ୍ରୀଜଗନ୍ନାଥ ବିରାଜମାନ କରିଛନ୍ତି ।

Leave A Reply

Your email address will not be published.