ପୁରୀ: ଓଡ଼ିଆ ଜଗତର ଲୋକପ୍ରିୟ ଅଭିନେତା ମିହିର ଦାସଙ୍କ ପରଲୋକ ହୋଇଛି । ଏହି ଖବର ସାରା ଓଡ଼ିଶାରେ ଶୋକର ଛାୟା ଖେଳିଯାଇଛି । ମିହିର ଦାସଙ୍କ ବିୟୋଗରେ ବିଭିନ୍ନ ମହଲରୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି । ଏହି ପରିପ୍ରେକ୍ଷୀରେ ବାଲୁକା ଚିତ୍ରକଳାରେ ନିଜର ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ଅନ୍ତର୍ଜାତୀୟ ବାଲୁକା ଚିତ୍ରଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ । ପୁରୀ ବେଳାଭୂମିରେ ବାଲୁକା ଚିତ୍ରକଳା କରି ମିହିର ଦାସଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।
BREAKING NEWS
- ଉଦୟଗିରିରେ ଅର୍ନ୍ତଜାତୀୟ ବୌଦ୍ଧ ସମ୍ମିଳନୀ ଉଦଘାଟିତ, ଦେଶ ବିଦେଶରୁ ଆସିଛନ୍ତି ୧୭୦୦ରୁ ବୌଦ୍ଧ ଧର୍ମାବଲମ୍ବୀ
- Cyber Fraud Busted: ପୋଲିସ ହାତରେ ଧରାପଡିଲେ ୧୨ ଆନ୍ତଃରାଜ୍ୟ ସାଇବର ଲୁଟେରା
- Hero Hockey India League:ହ୍ୟାଟ୍ରିକ ବିଜୟ ସହ ପଏଣ୍ଟ ଟେବୁଲର ଶୀର୍ଷରେ କଳିଙ୍ଗ ଲାନସର୍ସ
- କୋହଲି, ଗିଲଙ୍କ ଆକର୍ଷଣୀୟ ପ୍ରଦର୍ଶନ: ପ୍ରଥମ ଦିିନିକିଆରେ ଭାରତ ବିଜୟୀ
- ଆସନ୍ତା ୧୫ରେ ବରଗଡ଼ ବନ୍ଦ
- ଝାରସୁଗୁଡ଼ାରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ
- ସଚିନଙ୍କୁ ପଛରେ ପକାଇ ବିଶ୍ୱରେକର୍ଡ କଲେ କିଙ୍ଗ କୋହଲି
- Fire In Ama Bus: ଗତ ୨୪ ଘଣ୍ଟା ମଧ୍ୟରେ ଦୁଇଟି ‘ଆମ ବସ’ରେ ଅଗ୍ନିକାଣ୍ଡ
- Rourkela Plane Crash: ରାଉରକେଲା ବିମାନ ଦୁର୍ଘଟଣା; ସ୍ଥାନୀୟ ଜନସାଧାରଣଙ୍କୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ
- ଟି୨୦ ବିଶ୍ୱକପ: ଚର୍ଚ୍ଚାରେ ଅକ୍ଷର ପଟେଲଙ୍କ ବୟାନ
Comments are closed.