ପୁରୀ: ଓଡ଼ିଆ ଜଗତର ଲୋକପ୍ରିୟ ଅଭିନେତା ମିହିର ଦାସଙ୍କ ପରଲୋକ ହୋଇଛି । ଏହି ଖବର ସାରା ଓଡ଼ିଶାରେ ଶୋକର ଛାୟା ଖେଳିଯାଇଛି । ମିହିର ଦାସଙ୍କ ବିୟୋଗରେ ବିଭିନ୍ନ ମହଲରୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି । ଏହି ପରିପ୍ରେକ୍ଷୀରେ ବାଲୁକା ଚିତ୍ରକଳାରେ ନିଜର ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ଅନ୍ତର୍ଜାତୀୟ ବାଲୁକା ଚିତ୍ରଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ । ପୁରୀ ବେଳାଭୂମିରେ ବାଲୁକା ଚିତ୍ରକଳା କରି ମିହିର ଦାସଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।
BREAKING NEWS
- ରାହୁଲ ଗାନ୍ଧୀଙ୍କୁ ରିଲଞ୍ଚ କରିବା ପାଇଁ ବିଶୃଙ୍ଖଳା ସୃଷ୍ଟି କରୁଛନ୍ତି ବିରୋଧୀ, ଇଣ୍ଡିଆ ମେଣ୍ଟ ଉପରେ ବର୍ଷିଲେ ସମ୍ବିତ
- ପୀତବାସ ପଣ୍ଡା ହତ୍ୟା ମାମଲା: ସାକ୍ଷୀଙ୍କୁ ଧମକାଇବା ଅଭିଯୋଗ, ଥାନାରେ ହାଜର ହେଲେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା
- ଅଧିକ ସୁରକ୍ଷିତ ଓ ସୁଦୃଢ଼ ଭିତ୍ତିଭୂମି ନିର୍ମାଣ ପାଇଁ ଅଗ୍ନି ପ୍ରତିରୋଧୀ ଷ୍ଟ୍ରକ୍ଚରାଲ୍ ଷ୍ଟିଲ୍ ବିକଶିତ କଲା ଟାଟା ଷ୍ଟିଲ୍
- ସୌମ୍ୟରଞ୍ଜନ ହତ୍ୟା ମାମଲା: DGP କହିଲେ, ସମ୍ପୂର୍ଣ୍ଣ ସତ୍ୟ ସାମ୍ନାକୁ ଆସିବା ପର୍ଯ୍ୟନ୍ତ ଜାରି ରହିବ ତଦନ୍ତ
- ସିଇସି ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି; ବିରୋଧୀଙ୍କ ପ୍ରତିବାଦରେ ସାମିଲ ବିଜେଡି
- ଆସନ୍ତା ୩ ଦିନ ଯାଏଁ ଭିଜିବ ଓଡ଼ିଶା; ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
- ନିର୍ବାଚନକୁ ନେଇ ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟରେ ଉତ୍ତେଜନା, ୯ ଅଟକ
- ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ; ଅରବିନ୍ଦ ମହାନ୍ତିଙ୍କୁ ଗିରଫ କଲା ଭିଜିଲାନ୍ସ
- SIR ବିରୋଧରେ ଦିଲ୍ଲୀରେ ବିରୋଧୀଙ୍କ ବଡ଼ ମାର୍ଚ୍ଚ; ରାହୁଲ-ପ୍ରିୟଙ୍କାଙ୍କ ସମେତ ଅନେକ ନେତା ଅଟକ, CECଙ୍କ ଇସ୍ତଫା ଦାବି
- ନାଇଜେରିଆରେ ବିମାନ ଦୁର୍ଘଟଣାଗ୍ରସ୍ତ, ଚାଲିଗଲା ୩୨ ଜୀବନ

Comments are closed.